2 Samuel 15:20 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଏବେ ମାେ ସହିତ ୟୋଗ ଦଇେଛ, କିହିଁକି ମୁ ତୁମ୍ଭମାନଙ୍କୁ ଏସ୍ଥାନରକ୍ସ୍ଟ ସେସ୍ଥାନକକ୍ସ୍ଟ ଏଣେ ତଣେେ ବକ୍ସ୍ଟଲାଇବି? ଆମ୍ଭମାନେେ ୟକ୍ସ୍ଟଆଡେ ପାରିବକ୍ସ୍ଟ ସିଆଡେ ୟିବକ୍ସ୍ଟ। ତୁମ୍ଭେ ତ କାଲି ଆସିଲ, ଆଜି କ'ଣ ଆମ୍ଭେ ତୁମ୍ଭକୁ ନଇେ ଏଣେ ତଣେେ ସାଙ୍ଗ ରେ ବକ୍ସ୍ଟଲାଇବା? ଫରେିୟାଅ ଓ ତକ୍ସ୍ଟମ୍ଭ ଭାଇମାନଙ୍କୁ ମଧ୍ଯ ତକ୍ସ୍ଟମ୍ଭ ସହିତ ନିଅ। ଦୟା ଓ ସତ୍ଯତା ତୁମ୍ଭର ସହବର୍ତ୍ତୀ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଯେଉଁଆଡ଼େ ପାରିବୁ, ସେହିଆଡ଼େ ଯିବୁ, ତୁମ୍ଭେ ତ କେବଳ କାଲି ଆସିଲ, ଆଜି ଆମ୍ଭେ କି ତୁମ୍ଭକୁ ଆମ୍ଭମାନଙ୍କ ସଙ୍ଗେ ନେଇ ଏଣେତେଣେ ବୁଲାଇବା? ତୁମ୍ଭେ ଫେରିଯାଅ, ତୁମ୍ଭ ଭାଇମାନଙ୍କୁ ଫେରାଇ ନିଅ; ଦୟା ଓ ସତ୍ୟତା ତୁମ୍ଭ ସହବର୍ତ୍ତୀ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଏବେ ମୋ’ ସହିତ ଯୋଗ ଦେଇଛ, କାହିଁକି ମୁଁ ତୁମ୍ଭମାନଙ୍କୁ ଏ ସ୍ଥାନରୁ ସେସ୍ଥାନରୁ ଏଣେ ତେଣେ ବୁଲାଇବି? ଆମ୍ଭେମାନେ ଯୁଆଡ଼େ ପାରିବୁ ସେଆଡ଼େ ଯିବୁ। ତୁମ୍ଭେ ତ କାଲି ଆସିଲ, ଆଜି କ’ଣ ଆମ୍ଭେ ତୁମ୍ଭକୁ ନେଇ ଏଣେ ତେଣେ ସାଙ୍ଗରେ ବୁଲାଇବା? ଫେରିଯାଅ ଓ ତୁମ୍ଭ ଭାଇମାନଙ୍କୁ ମଧ୍ୟ ତୁମ୍ଭ ସହିତ ନିଅ। ଦୟା ଓ ସତ୍ୟତା ତୁମ୍ଭର ସହବର୍ତ୍ତୀ ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଯେଉଁଆଡ଼େ ପାରିବୁ, ସେହିଆଡ଼େ ଯିବୁ, ତୁମ୍ଭେ ତ କେବଳ କାଲି ଆସିଲ, ଆଜି ଆମ୍ଭେ କି ତୁମ୍ଭକୁ ଆମ୍ଭମାନଙ୍କ ସଙ୍ଗେ ନେଇ ଏଣେତେଣେ ବୁଲାଇବା? ତୁମ୍ଭେ ଫେରିଯାଅ, ତୁମ୍ଭ ଭାଇମାନଙ୍କୁ ଫେରାଇ ନିଅ; ଦୟା ଓ ସତ୍ୟତା ତୁମ୍ଭ ସହବର୍ତ୍ତୀ ହେଉ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଯେଉଁଆଡ଼େ ପାରିବୁ, ସେହିଆଡ଼େ ଯିବୁ, ତୁମ୍ଭେ ତ କେବଳ କାଲି ଆସିଲ, ଆଜି ଆମ୍ଭେ କି ତୁମ୍ଭକୁ ଆମ୍ଭମାନଙ୍କ ସଙ୍ଗେ ନେଇ ଏଣେତେଣେ ବୁଲାଇବା? ତୁମ୍ଭେ ଫେରିଯାଅ, ତୁମ୍ଭ ଭାଇମାନଙ୍କୁ ଫେରାଇ ନିଅ; ଦୟା ଓ ସତ୍ୟତା ତୁମ୍ଭ ସହବର୍ତ୍ତୀ ହେଉ।”