2 Samuel 15:21 — Compare Translations

5 translations compared side by side

Odia - 1840
"ଏଥି ରେ ଇତ୍ତଯ ରାଜାଙ୍କକ୍ସ୍ଟ ଉତ୍ତର ଦଇେ କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ମାରେପ୍ରଭକ୍ସ୍ଟ ମହାରାଜା ଜୀବିତ ଥିବା ପ୍ରମାଣେ, ମୁ ଆପଣଙ୍କ ସହିତ ରହିବି। ମୁ ଆପଣଙ୍କର ଦାସ। ଜୀବନ ରେ ବା ମୃତକ୍ସ୍ଟ୍ଯ ରେ ମୁ ଆପଣଙ୍କ ସହିତ ରହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଇତ୍ତୟ ରାଜାଙ୍କୁ ଉତ୍ତର କରି କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ମୋର ପ୍ରଭୁ ମହାରାଜ ଜୀବିତ ଥିବା ପ୍ରମାଣେ, ଜୀବନ ପାଇଁ ହେଉ ବା ମରଣ ପାଇଁ ହେଉ, ଅବଶ୍ୟ ମୋହର ପ୍ରଭୁ ମହାରାଜ ଯେଉଁଠାରେ ରହିବେ, ସେଠାରେ ମଧ୍ୟ ଆପଣଙ୍କ ଦାସ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଇତ୍ତୟ ରାଜାଙ୍କୁ ଉତ୍ତର ଦେଇ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ମୋର ପ୍ରଭୁ ମହାରାଜା ଜୀବିତ ଥିବା ପ୍ରମାଣେ, ମୁଁ ଆପଣଙ୍କ ସହିତ ରହିବି। ମୁଁ ଆପଣଙ୍କର ଦାସ। ଜୀବନରେ ବା ମୃତ୍ୟୁରେ ମୁଁ ଆପଣଙ୍କ ସହିତ ରହିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଇତ୍ତୟ ରାଜାଙ୍କୁ ଉତ୍ତର କରି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ମୋର ପ୍ରଭୁ ମହାରାଜ ଜୀବିତ ଥିବା ପ୍ରମାଣେ, ଜୀବନ ପାଇଁ ହେଉ ବା ମରଣ ପାଇଁ ହେଉ, ଅବଶ୍ୟ ମୋହର ପ୍ରଭୁ ମହାରାଜ ଯେଉଁଠାରେ ରହିବେ, ସେଠାରେ ମଧ୍ୟ ଆପଣଙ୍କ ଦାସ ରହିବ।”
Odia IRV 2017 (ଓଡିଆ ବାଇବେଲ)