2 Samuel 15:22 — Compare Translations

5 translations compared side by side

Odia - 1840
"ଦାଉଦ ଇତ୍ତଯକକ୍ସ୍ଟ କହିଲେ, ତବେେ ୟାଅ, ଅଗ୍ରସର ହକ୍ସ୍ଟଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଇତ୍ତୟକୁ କହିଲେ, ତେବେ ଯାଅ, ଅଗ୍ରସର ହୁଅ । ତହିଁରେ ଗାଥୀୟ ଇତ୍ତୟ ଓ ତାହାର ସମସ୍ତ ଲୋକ ଓ ତାହା ସହିତ ଥିବା ସମସ୍ତ ବାଳକ ଅଗ୍ରସର ହୋଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଇତ୍ତୟକୁ କହିଲେ, “ତେବେ ଯାଅ, ଅଗ୍ରସର ହୁଅ।” ତହିଁରେ ଗାଥୀୟ ଇତ୍ତୟ ଓ ତାଙ୍କର ସମସ୍ତ ଲୋକ ଏବଂ ତାଙ୍କ ସହିତ ଥିବା ସମସ୍ତ ବାଳକ ମଧ୍ୟ ଅଗ୍ରସର ହୋଇଗଲେ ଓ କିଦ୍ରୋଣ ନଦୀ ପାର ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଇତ୍ତୟକୁ କହିଲେ, “ତେବେ ଯାଅ, ଅଗ୍ରସର ହୁଅ।” ତହିଁରେ ଗାଥୀୟ ଇତ୍ତୟ ଓ ତାହାର ସମସ୍ତ ଲୋକ ଓ ତାହା ସହିତ ଥିବା ସମସ୍ତ ବାଳକ ଅଗ୍ରସର ହୋଇଗଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ଇତ୍ତୟକୁ କହିଲେ, “ତେବେ ଯାଅ, ଅଗ୍ରସର ହୁଅ। ତହିଁରେ ଗାଥୀୟ ଇତ୍ତୟ ଓ ତାହାର ସମସ୍ତ ଲୋକ ଓ ତାହା ସହିତ ଥିବା ସମସ୍ତ ବାଳକ ଅଗ୍ରସର ହୋଇଗଲେ।