2 Samuel 15:23 — Compare Translations
5 translations compared side by side
Odia - 1840
"ସମସ୍ତ ଲୋକ ଉଚ୍ଚ ସ୍ବର ରେ ଚିତ୍କାର କଲେ। ରାଜା ମଧ୍ଯ କିଦ୍ରୋଣ ନଦୀ ପାର ହାଇଗେଲେ ଓ ସମସ୍ତ ଲୋକ ନଦୀ ପାର ହାଇେ ମରକ୍ସ୍ଟଭୂମିରେ ପ୍ରବେଶ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଦେଶଯାକ ଉଚ୍ଚୈଃସ୍ଵର କରି ରୋଦନ କଲେ ଓ ସମସ୍ତ ଲୋକ ଅଗ୍ରସର ହେଲେ; ରାଜା ମଧ୍ୟ ଆପେ କିଦ୍ରୋଣ ନଦୀ ପାର ହୋଇ ଗଲେ ଓ ସମସ୍ତ ଲୋକ ପାର ହୋଇ ପ୍ରାନ୍ତରପଥ ଆଡ଼େ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଲୋକ ଉଚ୍ଚ ସ୍ୱରରେ ଚିତ୍କାର କଲେ। ରାଜା ମଧ୍ୟ କିଦ୍ରୋଣ ନଦୀ ପାର ହୋଇଗଲେ ଓ ସମସ୍ତ ଲୋକ ନଦୀ ପାର ହୋଇ ମରୁଭୂମିରେ ପ୍ରବେଶ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଦେଶଯାକ ଉଚ୍ଚସ୍ୱର କରି ରୋଦନ କଲେ ଓ ସମସ୍ତ ଲୋକ ଅଗ୍ରସର ହେଲେ; ରାଜା ମଧ୍ୟ ଆପେ କିଦ୍ରୋଣ ନଦୀ ପାର ହୋଇଗଲେ ଓ ସମସ୍ତ ଲୋକ ପାର ହୋଇ ପ୍ରାନ୍ତର-ପଥ ଆଡ଼େ ଗଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ଦେଶଯାକ ଉଚ୍ଚୈଃସ୍ୱର କରି ରୋଦନ କଲେ ଓ ସମସ୍ତ ଲୋକ ଅଗ୍ରସର ହେଲେ; ରାଜା ମଧ୍ୟ ଆପେ କିଦ୍ରୋଣ ନଦୀ ପାର ହୋଇ ଗଲେ ଓ ସମସ୍ତ ଲୋକ ପାର ହୋଇ ପ୍ରାନ୍ତରପଥ ଆଡ଼େ ଗଲେ।