2 Samuel 15:24 — Compare Translations
5 translations compared side by side
Odia - 1840
"ସାଦୋକ ଓ ସମସ୍ତ ଲବେୀୟ ପରମେଶ୍ବରଙ୍କ ନିଯମ-ସିନ୍ଦକ୍ସ୍ଟକ ନଇେ ଆସିଲେ। ୟିରକ୍ସ୍ଟଶାଲମ ନଗର ରେ ସମାନେେ ପରମେଶ୍ବରଙ୍କର ପବିତ୍ର ନିଯମ-ସିନ୍ଦକ୍ସ୍ଟକ ସ୍ଥାପନ କଲେ। ସମସ୍ତ ଲୋକ ବାହାର ହାଇେ ଆସିବା ପର୍ୟ୍ଯନ୍ତ ଅବିଯାଥର ପ୍ରାର୍ଥନା କଲେ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ସାଦୋକ ମଧ୍ୟ ଓ ତାହା ସଙ୍ଗେ ସମସ୍ତ ଲେବୀୟ ଲୋକ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ବହି ଆସିଲେ, ପୁଣି ନଗରରୁ ସମସ୍ତ ଲୋକ ବାହାର ହୋଇ ଯିବା ପର୍ଯ୍ୟନ୍ତ ସେମାନେ ପରମେଶ୍ଵରଙ୍କ ସିନ୍ଦୁକ ଓହ୍ଲାଇ ରଖିଲେ ଓ ଅବୀୟାଥର⇧ ଉପରକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସାଦୋକ ଓ ସମସ୍ତ ଲେବୀୟ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ନେଇ ଆସିଲେ। ଯିରୁଶାଲମ ନଗରରେ ସେମାନେ ପରମେଶ୍ୱରଙ୍କର ପବିତ୍ର ନିୟମ-ସିନ୍ଦୁକ ସ୍ଥାପନ କଲେ। ସମସ୍ତ ଲୋକ ବାହାର ହୋଇ ଆସିବା ପର୍ଯ୍ୟନ୍ତ ଅବିୟାଥର ପ୍ରାର୍ଥନା କଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ସାଦୋକ ମଧ୍ୟ ଓ ତାହା ସଙ୍ଗେ ସମସ୍ତ ଲେବୀୟ ଲୋକ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ବହି ଆସିଲେ, ପୁଣି ନଗରରୁ ସମସ୍ତ ଲୋକ ବାହାର ହୋଇ ଯିବା ପର୍ଯ୍ୟନ୍ତ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଓହ୍ଲାଇ ରଖିଲେ ଓ ଅବୀୟାଥର ଉପରକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ସାଦୋକ ମଧ୍ୟ ଓ ତାହା ସଙ୍ଗେ ସମସ୍ତ ଲେବୀୟ ଲୋକ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ବହି ଆସିଲେ, ପୁଣି ନଗରରୁ ସମସ୍ତ ଲୋକ ବାହାର ହୋଇ ଯିବା ପର୍ଯ୍ୟନ୍ତ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଓହ୍ଲାଇ ରଖିଲେ ଓ ଅବୀୟାଥର ଉପରକୁ ଗଲା।