2 Samuel 15:25 — Compare Translations
5 translations compared side by side
Odia - 1840
"ରାଜା ଦାଉଦ ସାଦୋକକକ୍ସ୍ଟ କହିଲେ, ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଯିରୁଶାଲମକୁ ଫରୋଇ ନିଅ। ଯଦି ସଦାପ୍ରଭୁ ମାେ ଉପରେ ପ୍ରତି ହକ୍ସ୍ଟଅନ୍ତି, ତବେେ ସଦାପ୍ରଭୁ ମାେତେ ଯିରୁଶାଲମକୁ ଫରୋଇ ଆଣିବେ ଓ ତାଙ୍କର ମନ୍ଦିର ଦେଖିବାର ସକ୍ସ୍ଟ ଯୋଗ ମାେତେ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ସାଦୋକକୁ କହିଲେ, ପରମେଶ୍ଵରଙ୍କ ସିନ୍ଦୁକ ନଗରକୁ ଫେରାଇ ନିଅ; ଯେବେ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଏ, ତେବେ ସେ ମୋତେ ପୁନର୍ବାର ଆଣିବେ, ପୁଣି ଏହା ଓ ଆପଣା ନିବାସସ୍ଥାନ ମୋତେ ଦେଖାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଦାଉଦ ସାଦୋକକୁ କହିଲେ, “ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଯିରୁଶାଲମକୁ ଫେରାଇ ନିଅ। ଯଦି ସଦାପ୍ରଭୁ ମୋ’ ଉପରେ ପ୍ରିତ ହୁଅନ୍ତି, ତେବେ ସଦାପ୍ରଭୁ ମୋତେ ଯିରୁଶାଲମକୁ ଫେରାଇ ଆଣିବେ ଓ ତାଙ୍କର ମନ୍ଦିର ଦେଖିବାର ସୁଯୋଗ ମୋତେ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ସାଦୋକଙ୍କୁ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ନଗରକୁ ଫେରାଇ ନିଅ; ଯେବେ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଏ, ତେବେ ସେ ମୋତେ ପୁନର୍ବାର ଆଣିବେ, ପୁଣି ଏହା ଓ ଆପଣା ନିବାସ ସ୍ଥାନ ମୋତେ ଦେଖାଇବେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ସାଦୋକଙ୍କୁ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ନଗରକୁ ଫେରାଇ ନିଅ; ଯେବେ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଏ, ତେବେ ସେ ମୋତେ ପୁନର୍ବାର ଆଣିବେ, ପୁଣି ଏହା ଓ ଆପଣା ନିବାସ ସ୍ଥାନ ମୋତେ ଦେଖାଇବେ।