2 Samuel 15:26 — Compare Translations

5 translations compared side by side

Odia - 1840
"କିନ୍ତୁ ଯଦି ସଦାପ୍ରଭୁ ମାେ ଉପରେ ସଦଯ ନକ୍ସ୍ଟହଁନ୍ତି ବୋଲି କହନ୍ତି, ତବେେ ସେ ଯାହା ଗ୍ଭହିଁବେ ମାେ ଉପରେ ତାହା କରି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ, ଯେବେ ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋʼ ପ୍ରତି କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ସଦାପ୍ରଭୁ ମୋ’ ଉପରେ ସଦୟ ନୁହନ୍ତି ବୋଲି କହନ୍ତି, ତେବେ ସେ ଯାହା ଗ୍ଭହିଁବେ ମୋ’ ଉପରେ ତାହା କରି ପାରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ‘ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ,’ ଯଦି ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋʼ ପ୍ରତି କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
‘ମାତ୍ର ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ,’ ଯଦି ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋ’ ପ୍ରତି କରନ୍ତୁ।”