2 Samuel 15:27 — Compare Translations

5 translations compared side by side

Odia - 1840
"ରାଜା ଯାଜକ ସାଦୋକକକ୍ସ୍ଟ କହିଲେ, ତୁମ୍ଭେ ଜଣେ ସିଦ୍ଧ ପୁରୁଷ। ତୁମ୍ଭେ ଓ ତକ୍ସ୍ଟମ୍ଭ ସହିତ ତୁମ୍ଭର ପକ୍ସ୍ଟତ୍ର ଅହୀମାସ୍ ଓ ଅବିଯାଥରର ପକ୍ସ୍ଟତ୍ର ଯୋନାଥନ ନିରାପଦ ରେ ନଗରକକ୍ସ୍ଟ ଫରେିୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ସାଦୋକ ଯାଜକକୁ ଆହୁରି କହିଲେ, ତୁମ୍ଭେ କି ଦର୍ଶକ ନୁହଁ? ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ, ତୁମ୍ଭମାନଙ୍କର ଏହି ଦୁଇ ପୁତ୍ର କୁଶଳରେ ନଗରକୁ ଫେରିଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଯାଜକ ସାଦୋକକୁ କହିଲେ, “ତୁମ୍ଭେ ଜଣେ ସିଦ୍ଧ ପୁରୁଷ। ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଅହୀମାସ୍ ଓ ଅବିୟାଥରର ପୁତ୍ର ଯୋନାଥନ ନିରାପଦରେ ନଗରକୁ ଫେରିଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜା ସାଦୋକ ଯାଜକକୁ ଆହୁରି କହିଲେ, “ତୁମ୍ଭେ କି ଦର୍ଶକ ନୁହଁ? ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଅହୀମାସ୍‍ ଓ ଅବୀୟାଥରର ପୁତ୍ର ଯୋନାଥନ, ତୁମ୍ଭମାନଙ୍କର ଏହି ଦୁଇ ପୁତ୍ର କୁଶଳରେ ନଗରକୁ ଫେରିଯାଅ।
Odia IRV 2017 (ଓଡିଆ ବାଇବେଲ)
ରାଜା ସାଦୋକ ଯାଜକକୁ ଆହୁରି କହିଲେ, “ତୁମ୍ଭେ କି ଦର୍ଶକ ନୁହଁ? ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଅହୀମାସ୍‍ ଓ ଅବୀୟାଥରର ପୁତ୍ର ଯୋନାଥନ, ତୁମ୍ଭମାନଙ୍କର ଏହି ଦୁଇ ପୁତ୍ର କୁଶଳରେ ନଗରକୁ ଫେରିଯାଅ।