2 Samuel 15:28 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କ ଠାରକ୍ସ୍ଟ ମାେ ପାଖକକ୍ସ୍ଟ ତଥ୍ଯ ବାର୍ତ୍ତା ଆସିବା ପର୍ୟ୍ଯନ୍ତ ଯେଉଁଠା ରେ ମରକ୍ସ୍ଟଭୂମିକକ୍ସ୍ଟ ୟିବା ପାଇଁ ନଦୀ ପାରି ହକ୍ସ୍ଟଅନ୍ତି ସଠାେରେ ମୁ ଅପେକ୍ଷା କରି ରହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭମାନଙ୍କଠାରୁ ମୋʼଠାକୁ ତଥ୍ୟ-ବାର୍ତ୍ତା ଆସିବା ପର୍ଯ୍ୟନ୍ତ ମୁଁ ପ୍ରାନ୍ତରସ୍ଥ ଘାଟୀ ପାଖରେ ବିଳମ୍ଵ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କଠାରୁ ମୋ’ ପାଖକୁ ତଥ୍ୟ ବାର୍ତ୍ତା ଆସିବା ପର୍ଯ୍ୟନ୍ତ ଯେଉଁଠାରେ ମରୁଭୂମିକୁ ଯିବା ପାଇଁ ନଦୀ ପାରି ହୁଅନ୍ତି ସେଠାରେ ମୁଁ ଅପେକ୍ଷା କରି ରହିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭମାନଙ୍କଠାରୁ ମୋʼ ଠାକୁ ତଥ୍ୟ-ବାର୍ତ୍ତା ଆସିବା ପର୍ଯ୍ୟନ୍ତ ମୁଁ ପ୍ରାନ୍ତରସ୍ଥ ଘାଟି ପାଖରେ ଅପେକ୍ଷା କରିବି।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ତୁମ୍ଭମାନଙ୍କଠାରୁ ମୋ’ଠାକୁ ତଥ୍ୟ-ବାର୍ତ୍ତା ଆସିବା ପର୍ଯ୍ୟନ୍ତ ମୁଁ ପ୍ରାନ୍ତରସ୍ଥ ଘାଟୀ ପାଖରେ ଅପେକ୍ଷା କରିବି।”