2 Samuel 15:29 — Compare Translations

5 translations compared side by side

Odia - 1840
"ଏଣୁ ସାଦୋକ ଓ ଅବିଯାଥର ପକ୍ସ୍ଟନର୍ବାର ଯିରୁଶାଲମକୁ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇେ ଗଲେ ଓ ସମାନେେ ସଠାେରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସାଦୋକ ଓ ଅବୀୟାଥର ପୁନର୍ବାର ଯିରୂଶାଲମକୁ ପରମେଶ୍ଵରଙ୍କ ସିନ୍ଦୁକ ନେଇ ଗଲେ ଓ ସେମାନେ ସେଠାରେ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସାଦୋକ ଓ ଅବିୟାଥର ପୁନର୍ବାର ଯିରୁଶାଲମକୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇ ଗଲେ ଓ ସେମାନେ ସେଠାରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସାଦୋକ ଓ ଅବୀୟାଥର ପୁନର୍ବାର ଯିରୂଶାଲମକୁ ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ ଓ ସେମାନେ ସେଠାରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସାଦୋକ ଓ ଅବୀୟାଥର ପୁନର୍ବାର ଯିରୂଶାଲମକୁ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଗଲେ ଓ ସେମାନେ ସେଠାରେ ରହିଲେ।