2 Samuel 15:3 — Compare Translations

5 translations compared side by side

Odia - 1840
"ଲୋକର ୟକ୍ସ୍ଟକ୍ତି ଶକ୍ସ୍ଟଣିଲା ପରେ ଅବଶା ଲୋମ ତାକକ୍ସ୍ଟ କହିଥାନ୍ତା, ତୁମ୍ଭେ ଠିକ୍ କହକ୍ସ୍ଟଛ, ତୁମ୍ଭର କଥା ଯଥାର୍ଥ ଅଟେ। କିନ୍ତୁ ରାଜା ତକ୍ସ୍ଟମ୍ଭ କଥା ଶକ୍ସ୍ଟଣିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବଶାଲୋମ ତାହାକୁ କହେ, ଦେଖ, ତୁମ୍ଭ କଥା ଉତ୍ତମ ଓ ଯଥାର୍ଥ; ମାତ୍ର ତୁମ୍ଭ କଥା ଶୁଣିବାକୁ ରାଜାଙ୍କର କୌଣସି ଲୋକ ନିଯୁକ୍ତ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକର ଯୁକ୍ତି ଶୁଣିଲା ପରେ ଅବଶାଲୋମ ତାକୁ କହିଥା’ନ୍ତି, “ତୁମ୍ଭେ ଠିକ୍ କହୁଛ, ତୁମ୍ଭର କଥା ଯଥାର୍ଥ ଅଟେ। କିନ୍ତୁ ରାଜା ତୁମ୍ଭ କଥା ଶୁଣିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବଶାଲୋମ ତାହାକୁ କହେ, “ଦେଖ, ତୁମ୍ଭ କଥା ଉତ୍ତମ ଓ ଯଥାର୍ଥ; ମାତ୍ର ତୁମ୍ଭ କଥା ଶୁଣିବାକୁ ରାଜାଙ୍କର କୌଣସି ଲୋକ ନିଯୁକ୍ତ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
‘ଅବଶାଲୋମ ତାହାକୁ କହେ, “ଦେଖ, ତୁମ୍ଭ କଥା ଉତ୍ତମ ଓ ଯଥାର୍ଥ; ମାତ୍ର ତୁମ୍ଭ କଥା ଶୁଣିବାକୁ ରାଜାଙ୍କର କୌଣସି ଲୋକ ନିଯୁକ୍ତ ନାହିଁ।”