2 Samuel 15:30 — Compare Translations

5 translations compared side by side

Odia - 1840
"ଦାଉଦ ଜୈତକ୍ସ୍ଟନ ପର୍ବତ ଉପରକକ୍ସ୍ଟ ଚଢି଼ଲେ ଓ ସେ କାନ୍ଦକ୍ସ୍ଟଥିଲେ, ସେ ତାଙ୍କର ମକ୍ସ୍ଟଣ୍ତକକ୍ସ୍ଟ ଘୋଡାଇ ଦଇେ ଖାଲି ପାଦ ରେ ଗ୍ଭଲକ୍ସ୍ଟଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ଜୈତୁନ ପର୍ବତର ଉଠାଣି ଦେଇ ଗଲେ ଓ ଉପରକୁ ଯିବା ବେଳେ ରୋଦନ କରି କରି ଉପରକୁ ଗଲେ; ସେସମୟରେ ତାଙ୍କର ମସ୍ତକ ଆଚ୍ଛାଦିତ ଥିଲା ଓ ସେ ଖାଲି ପାଦରେ ଚାଲୁଥିଲେ; ପୁଣି ତାଙ୍କର ସଙ୍ଗୀ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ମସ୍ତକ ଆଚ୍ଛାଦନ କରିଥିଲେ ଓ ସେମାନେ ଉପରକୁ ଯିବା ବେଳେ ରୋଦନ କରୁ କରୁ⇧ ଉପରକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅହୀଥୋଫଲଙ୍କ ବିରୁଦ୍ଧରେ ଦାଉଦଙ୍କ ପ୍ରାର୍ଥନା ଦାଉଦ ଜୈତୁନ ପର୍ବତ ଉପରକୁ ଚଢ଼ିଲେ ଓ ସେ କାନ୍ଦୁଥିଲେ, ସେ ତାଙ୍କର ମୁଣ୍ଡକୁ ଘୋଡ଼ାଇ ଦେଇ ଖାଲି ପାଦରେ ଗ୍ଭଲୁଥିଲେ। ଦାଉଦଙ୍କ ସାଙ୍ଗରେ ଥିବା ସମସ୍ତ ଲୋକ ଠିକ୍ ସେହିପରି ସେମାନଙ୍କର ମୁଣ୍ଡକୁ ଘୋଡ଼ାଇ ଖାଲି ପାଦରେ ପର୍ବତ ଉପରକୁ ଚଢ଼ିଲେ ଓ ସେମାନେ ମଧ୍ୟ କାନ୍ଦୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ଜୈତୁନ ପର୍ବତର ଉଠାଣି ଦେଇ ଗଲେ ଓ ଉପରକୁ ଯିବା ବେଳେ ରୋଦନ କରି କରି ଉପରକୁ ଗଲେ; ସେହି ସମୟରେ ତାଙ୍କର ମସ୍ତକ ଆଚ୍ଛାଦିତ ଥିଲା ଓ ସେ ଖାଲି ପାଦରେ ଚାଲୁଥିଲେ; ପୁଣି ତାଙ୍କର ସଙ୍ଗୀ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ମସ୍ତକ ଆଚ୍ଛାଦନ କରିଥିଲେ ଓ ସେମାନେ ଉପରକୁ ଯିବା ବେଳେ ରୋଦନ କରୁ କରୁ ଉପରକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)