2 Samuel 15:31 — Compare Translations
5 translations compared side by side
Odia - 1840
"ଜଣେ ଲୋକ ଦାଉଦଙ୍କକ୍ସ୍ଟ କହିଲେ, ଅବଶା ଲୋମଙ୍କର ଚକ୍ରାନ୍ତକାରୀମାନଙ୍କ ସହିତ ଅହୀଥୋଫଲ ଅଛି। ତା'ପରେ ଦାଉଦ ପ୍ରାର୍ଥନା କଲେ, ହେ ମାରେ ସଦାପ୍ରଭୁ, ଦୟାକରି ଅହୀଥୋଫଲର ଉପଦେଶକକ୍ସ୍ଟ ଅଦରକାରୀ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ଜଣେ ଦାଉଦଙ୍କୁ କହିଲା, ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି । ତହିଁରେ ଦାଉଦ କହିଲେ, ହେ ସଦାପ୍ରଭୋ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋକ ଦାଉଦଙ୍କୁ କହିଲେ, “ଅବଶାଲୋମଙ୍କର ଚକ୍ରାନ୍ତକାରୀମାନଙ୍କ ସହିତ ଅହୀଥୋଫଲ ଅଛି।” ତା’ପରେ ଦାଉଦ ପ୍ରାର୍ଥନା କଲେ, “ହେ ମୋର ସଦାପ୍ରଭୁ, ଦୟାକରି ଅହୀଥୋଫଲର ଉପଦେଶକୁ ଅଦରକାରୀ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି।” ତହିଁରେ ଦାଉଦ କହିଲେ, “ହେ ସଦାପ୍ରଭୋ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।”
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି। ତହିଁରେ ଦାଉଦ କହିଲେ, ହେ ସଦାପ୍ରଭୁ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।”