2 Samuel 15:32 — Compare Translations
5 translations compared side by side
Odia - 1840
"ଦାଉଦ ପର୍ବତର ଉପରି ଭାଗକକ୍ସ୍ଟ ଆସିଲେ, ଯେଉଁଠା ରେ ସେ ସଦାପ୍ରଭୁଙ୍କୁ ଉପାସନା କରୁଥିଲେ। ଉଠାଣୀର ଶୃଙ୍ଗ ନିକଟରେ ଦାଉଦ ପହଁଞ୍ଚି ଦେଖିଲେ ଅର୍କୀଯ ହଶଯ ନିଜର ଚିରାଜାମା ପିନ୍ଧି ଓ ମସ୍ତକରେ ମୂର୍ତ୍ତିକା ଦଇେ ତାଙ୍କୁ ଭଟେିବା ପାଇଁ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଲୋକେ ଯେଉଁଠାରେ ପରମେଶ୍ଵରଙ୍କର ଆରାଧନା କରନ୍ତି, ଉଠାଣିର ସେହି ଶୃଙ୍ଗ ନିକଟରେ ଦାଉଦ ଉପସ୍ଥିତ ହୁଅନ୍ତେ, ଦେଖ, ଅର୍କୀୟ ହୁଶୟ ଆପଣା ଚିରା ଜାମା ପିନ୍ଧି ଓ ମସ୍ତକରେ ମୃତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ପର୍ବତର ଉପରି ଭାଗକୁ ଆସିଲେ, ଯେଉଁଠାରେ ସେ ସଦାପ୍ରଭୁଙ୍କୁ ଉପାସନା କରୁଥିଲେ। ଉଠାଣୀର ଶୃଙ୍ଗ ନିକଟରେ ଦାଉଦ ପହଞ୍ଚି ଦେଖିଲେ ଅର୍କୀୟ ହୂଶୟ ନିଜର ଚିରାଜାମା ପିନ୍ଧି ଓ ମସ୍ତକରେ ମୂର୍ତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଲୋକେ ଯେଉଁଠାରେ ପରମେଶ୍ୱରଙ୍କର ଆରାଧନା କରନ୍ତି, ଉଠାଣିର ସେହି ଶୃଙ୍ଗ ନିକଟରେ ଦାଉଦ ଉପସ୍ଥିତ ହୁଅନ୍ତେ, ଦେଖ, ଅର୍କୀୟ ହୂଶୟ ଆପଣା ଚିରା ଜାମା ପିନ୍ଧି ଓ ମସ୍ତକରେ ମୃତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଲୋକେ ଯେଉଁଠାରେ ପରମେଶ୍ୱରଙ୍କର ଆରାଧନା କରନ୍ତି, ଉଠାଣିର ସେହି ଶୃଙ୍ଗ ନିକଟରେ ଦାଉଦ ଉପସ୍ଥିତ ହୁଅନ୍ତେ, ଦେଖ, ଅର୍କୀୟ ହୂଶୟ ଆପଣା ଚିରା ଜାମା ପିନ୍ଧି ଓ ମସ୍ତକରେ ମୃତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା।