2 Samuel 15:33 — Compare Translations

5 translations compared side by side

Odia - 1840
"ସେଥି ରେ ଦାଉଦ ତାଙ୍କୁ କହିଲେ, ତୁମ୍ଭେ ଯଦି ମାେ ସହିତ ଅଗ୍ରସର ହକ୍ସ୍ଟଅ, ତବେେ ତୁମ୍ଭେ ମାରେ ଭାର ସଦୃଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ ତାହାକୁ କହିଲେ, ଯେବେ ତୁମ୍ଭେ ମୋʼ ସଙ୍ଗେ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋʼ ପ୍ରତି ଭାର ସ୍ଵରୂପ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିରେ ଦାଉଦ ତାଙ୍କୁ କହିଲେ, “ତୁମ୍ଭେ ଯଦି ମୋ’ ସହିତ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋର ଭାର ସଦୃଶ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ତାହାଙ୍କୁ କହିଲେ, “ଯେବେ ତୁମ୍ଭେ ମୋʼ ସଙ୍ଗେ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋʼ ପ୍ରତି ଭାର ସ୍ୱରୂପ ହେବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ ତାହାଙ୍କୁ କହିଲେ, “ଯେବେ ତୁମ୍ଭେ ମୋ’ ସଙ୍ଗେ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋ’ ପ୍ରତି ଭାର ସ୍ୱରୂପ ହେବ।