2 Samuel 15:34 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭେ ଯଦି ଯିରୁଶାଲମକୁ ଫରେିୟାଅ, ତୁମ୍ଭେ ଅହୀଥୋଫଲର ଉପଦେଶକକ୍ସ୍ଟ ହତାଶ କରିପାର। ତବେେ ଅବଶା ଲୋମକକ୍ସ୍ଟ କକ୍ସ୍ଟହ, ' ହେ ମହାରାଜ, ମୁ ଆପଣଙ୍କର ଦାସ ଅଟେ, ମୁ ଆପଣଙ୍କର ପିତାଙ୍କର ସବୋ କଲି, ବର୍ତ୍ତମାନ ମୁ ଆପଣଙ୍କର ସବୋ କରିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେ ନଗରକୁ ଫେରି ଯାଇ ଅବଶାଲୋମକୁ କହିବ, ହେ ମହାରାଜ, ମୁଁ ଆପଣଙ୍କର ଦାସ ହେବି; ମୁଁ ପୂର୍ବରେ ଯେପରି ଆପଣଙ୍କ ପିତାଙ୍କର ଦାସ ଥିଲି, ସେପରି ଏବେ ମୁଁ ଆପଣଙ୍କର ଦାସ ହେବି; ତେବେ ତୁମ୍ଭେ ଆମ୍ଭ ପକ୍ଷରେ ଅହୀଥୋଫଲର ମନ୍ତ୍ରଣା ବ୍ୟର୍ଥ କରି ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ଯଦି ଯିରୁଶାଲମକୁ ଫେରିଯାଅ, ତୁମ୍ଭେ ଅହୀଥୋଫଲର ଉପଦେଶକୁ ହତାଶ କରିପାର। ତେବେ ଅବଶାଲୋମକୁ କୁହ, ‘ହେ ମହାରାଜ, ମୁଁ ଆପଣଙ୍କର ଦାସ ଅଟେ, ମୁଁ ଆପଣଙ୍କର ପିତାଙ୍କର ସେବା କଲି, ବର୍ତ୍ତମାନ ମୁଁ ଆପଣଙ୍କର ସେବା କରିବି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେବେ ତୁମ୍ଭେ ନଗରକୁ ଫେରିଯାଇ ଅବଶାଲୋମଙ୍କୁ କହିବ, ‘ହେ ମହାରାଜ, ମୁଁ ଆପଣଙ୍କର ଦାସ ହେବି; ମୁଁ ପୂର୍ବରେ ଯେପରି ଆପଣଙ୍କ ପିତାଙ୍କର ଦାସ ଥିଲି, ସେପରି ଏବେ ମୁଁ ଆପଣଙ୍କର ଦାସ ହେବି,’ ତେବେ ତୁମ୍ଭେ ଆମ୍ଭ ପକ୍ଷରେ ଅହୀଥୋଫଲର ମନ୍ତ୍ରଣା ବ୍ୟର୍ଥ କରି ପାରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେବେ ତୁମ୍ଭେ ନଗରକୁ ଫେରି ଯାଇ ଅବଶାଲୋମକୁ କହିବ, ‘ହେ ମହାରାଜ, ମୁଁ ଆପଣଙ୍କର ଦାସ ହେବି; ମୁଁ ପୂର୍ବରେ ଯେପରି ଆପଣଙ୍କ ପିତାଙ୍କର ଦାସ ଥିଲି, ସେପରି ଏବେ ମୁଁ ଆପଣଙ୍କର ଦାସ ହେବି,’ ତେବେ ତୁମ୍ଭେ ଆମ୍ଭ ପକ୍ଷରେ ଅହୀଥୋଫଲର ମନ୍ତ୍ରଣା ବ୍ୟର୍ଥ କରି ପାରିବ।”