2 Samuel 15:35 — Compare Translations
5 translations compared side by side
Odia - 1840
"ସଠାେରେ ତକ୍ସ୍ଟମ୍ଭ ସହିତ ଯାଜକ ସାଦୋକ ଓ ଅବିଯାଥର ଅଛନ୍ତି। ଏଣୁ ତୁମ୍ଭେ ରାଜଗୃହରକ୍ସ୍ଟ ଯାହା ସବୁ ଶକ୍ସ୍ଟଣିବ, ତାହା ସାଦୋକ ଓ ଅବିଯାଥର ଯାଜକକକ୍ସ୍ଟ ଜଣାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରେ ତୁମ୍ଭ ସଙ୍ଗେ କି ସାଦୋକ ଓ ଅବୀୟାଥର ଯାଜକମାନେ ନ ଥିବେ? ଏଣୁ ତୁମ୍ଭେ ରାଜଗୃହରୁ ଯାହା କିଛି ଶୁଣିବ, ତାହା ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଜଣାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ତୁମ୍ଭ ସହିତ ଯାଜକ ସାଦୋକ ଓ ଅବିୟାଥର ଅଛନ୍ତି। ଏଣୁ ତୁମ୍ଭେ ରାଜଗୃହରୁ ଯାହାସବୁ ଶୁଣିବ, ତାହା ସାଦୋକ ଓ ଅବିୟାଥର ଯାଜକକୁ ଜଣାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରେ ତୁମ୍ଭ ସଙ୍ଗେ କି ସାଦୋକ ଓ ଅବୀୟାଥର ଯାଜକମାନେ ନ ଥିବେ? ଏଣୁ ତୁମ୍ଭେ ରାଜଗୃହରୁ ଯାହା କିଛି ଶୁଣିବ, ତାହା ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଜଣାଇବ।
Odia IRV 2017 (ଓଡିଆ ବାଇବେଲ)
ସେଠାରେ ତୁମ୍ଭ ସଙ୍ଗେ କି ସାଦୋକ ଓ ଅବୀୟାଥର ଯାଜକମାନେ ନ ଥିବେ? ଏଣୁ ତୁମ୍ଭେ ରାଜଗୃହରୁ ଯାହା କିଛି ଶୁଣିବ, ତାହା ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଜଣାଇବ।