2 Samuel 15:36 — Compare Translations

5 translations compared side by side

Odia - 1840
"ସଠାେରେ ସମାନଙ୍କେ ସଙ୍ଗେ ସମାନଙ୍କେର ଦକ୍ସ୍ଟଇ ପକ୍ସ୍ଟତ୍ର, ସାଦୋକର ପକ୍ସ୍ଟତ୍ର ଅହୀମାସ ଓ ଅବିଯାଥର ପକ୍ସ୍ଟତ୍ର ଯୋନାଥନ ଅଛନ୍ତି, ତୁମ୍ଭମାନେେ ଯାହା ଯାହା ଶକ୍ସ୍ଟଣିବ, ସେସବୁ କଥା ସମାନଙ୍କେ ହାତ ରେ ମାେ ପାଖକକ୍ସ୍ଟ ଖବର ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍, ସାଦୋକର ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେସବୁ କଥା ସେମାନଙ୍କ ହାତରେ ମୋʼ କତିକି କହି ପଠାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ସାଦୋକର ପୁତ୍ର ଅହୀମାସ ଓ ଅବିୟାଥର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେସବୁ କଥା ସେମାନଙ୍କ ହାତରେ ମୋ’ ପାଖକୁ ଖବର ଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେହି ସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍‍, ସାଦୋକର ପୁତ୍ର ଅହୀମାସ୍‍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେହି ସବୁ କଥା ସେମାନଙ୍କ ହାତରେ ମୋʼ ନିକଟକୁ କହି ପଠାଇବ।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେହି ସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍‍, ସାଦୋକର ପୁତ୍ର ଅହୀମାସ୍‍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେହିସବୁ କଥା ସେମାନଙ୍କ ହାତରେ ମୋ’ ନିକଟକୁ କହି ପଠାଇବ।”