2 Samuel 15:4 — Compare Translations

5 translations compared side by side

Odia - 1840
"ଅବଶା ଲୋମ କ ହେ, ଆଃ, ମୁ ଯଦି ଦେଶର ବିଗ୍ଭର କର୍ତ୍ତାରୂପେ ନିୟକ୍ସ୍ଟକ୍ତି ହକ୍ସ୍ଟଅନ୍ତି ଏବଂ ଯଦି କୌଣସି ଲୋକ ମାେ ପାଖକକ୍ସ୍ଟ ତା'ର ସମସ୍ଯା କହିବାକକ୍ସ୍ଟ ଆସିଥାନ୍ତି, ତାହା ହେଲ ମୁ ତାକକ୍ସ୍ଟ ସାହାୟ୍ଯ କରିଥାନ୍ତି ଓ ଯଥାର୍ଥ ଶାସନ ଦଇେଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବଶାଲୋମ ଆହୁରି କହେ, ଆଃ, ମୁଁ ଯେବେ ଦେଶର ବିଚାରକର୍ତ୍ତା ହୁଅନ୍ତି ଓ କାହାରି କୌଣସି ବିବାଦ ବା କୌଣସି କଥା ଥିଲେ ଯେବେ ସେ ମୋʼ ନିକଟକୁ ଆସନ୍ତା, ତେବେ ମୁଁ ତାହାର ଯଥାର୍ଥ ବିଚାର କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମ କହେ, “ଆଃ, ମୁଁ ଯଦି ଦେଶର ବିଗ୍ଭରକର୍ତ୍ତାରୂପେ ନିଯୁକ୍ତି ହୁଅନ୍ତି ଏବଂ ଯଦି କୌଣସି ଲୋକ ମୋ’ ପାଖକୁ ତା’ର ସମସ୍ୟା କହିବାକୁ ଆସିଥା’ନ୍ତି, ତାହାହେଲେ ମୁଁ ତାକୁ ସାହାଯ୍ୟ କରିଥା’ନ୍ତି ଓ ଯଥାର୍ଥ ଶାସନ ଦେଇଥା’ନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବଶାଲୋମ ଆହୁରି କହେ, “ଆଃ, ମୁଁ ଯେବେ ଦେଶର ବିଚାରକର୍ତ୍ତା ହୁଅନ୍ତି ଓ କାହାରି କୌଣସି ବିବାଦ ବା କୌଣସି କଥା ଥିଲେ ଯେବେ ସେ ମୋʼ ନିକଟକୁ ଆସନ୍ତା, ତେବେ ମୁଁ ତାହାର ଯଥାର୍ଥ ବିଚାର କରନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଅବଶାଲୋମ ଆହୁରି କହେ, “ଆଃ, ମୁଁ ଯେବେ ଦେଶର ବିଚାରକର୍ତ୍ତା ହୁଅନ୍ତି ଓ କାହାରି କୌଣସି ବିବାଦ ବା କୌଣସି କଥା ଥିଲେ ଯେବେ ସେ ମୋ’ ନିକଟକୁ ଆସନ୍ତା, ତେବେ ମୁଁ ତାହାର ଯଥାର୍ଥ ବିଚାର କରନ୍ତି।”