2 Samuel 15:6 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟ ଯେତେ ଲୋକ ବିଗ୍ଭର ପାଇଁ ରାଜାଙ୍କ ନିକଟକକ୍ସ୍ଟ ଆସନ୍ତି, ଅବଶା ଲୋମ ସେ ସମସ୍ତଙ୍କ ପ୍ରତି ଏହି ପ୍ରକାର ବ୍ଯବହାର ପ୍ରଦର୍ଶନ କରନ୍ତି। ଏହିପରି ଭାବରେ ସେ ଇଶ୍ରାୟେଲ ଲୋକମାନଙ୍କର ହୃଦଯକକ୍ସ୍ଟ ଜଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟ ଯେତେ ଲୋକ ବିଗ୍ଭର ପାଇଁ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେ ସମସ୍ତଙ୍କ ପ୍ରତି ଏହି ପ୍ରକାର ବ୍ୟବହାର ପ୍ରଦର୍ଶନ କରନ୍ତି। ଏହିପରି ଭାବରେ ସେ ଇସ୍ରାଏଲ ଲୋକମାନଙ୍କର ହୃଦୟକୁ ଜୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେହି ସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେହି ସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା।