2 Samuel 15:7 — Compare Translations

5 translations compared side by side

Odia - 1840
"ଏହିପରି ଗ୍ଭରି ବର୍ଷ ପରେ ଅବଶାଲୋମ ରାଜା ଦାଉଦଙ୍କକ୍ସ୍ଟ କହିଲେ, ଦୟାକରି ମାେତେ ହିବ୍ରୋଣକକ୍ସ୍ଟ ମାରେ ଶପଥ ପକ୍ସ୍ଟରଣ କରିବା ପାଇଁ ୟିବାକକ୍ସ୍ଟ ଦିଅନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଚାଳିଶ ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି ଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମ ଦାଉଦଙ୍କର ରାଜ୍ୟ ନେବା ପାଇଁ ଯୋଜନା କଲେ ଏହିପରି ଗ୍ଭରି ବର୍ଷ ପରେ ଅବଶାଲୋମ ରାଜା ଦାଉଦଙ୍କୁ କହିଲେ, “ଦୟାକରି ମୋତେ ହିବ୍ରୋଣକୁ ମୋର ଶପଥ ପୁରଣ କରିବା ପାଇଁ ଯିବାକୁ ଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଚାରି ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରିଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦିଅନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଚାରି ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରିଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦିଅନ୍ତୁ।