2 Samuel 15:8 — Compare Translations

5 translations compared side by side

Odia - 1840
"ଅବଶା ଲୋମ କହିଲେ, ମୁ ଅରାମର ଗଶୂର ରେ ଥିବା ସମୟରେ ଏକ ଶପଥ କରିଥିଲି ଯେ, 'ଯଦି ରାଜା ମାେତେ ଯିରୁଶାଲମକୁ ଫରେି ଆସିବାକକ୍ସ୍ଟ କହନ୍ତି ତବେେ ମୁ ସଦାପ୍ରଭୁଙ୍କର ସବୋ କରିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆପଣଙ୍କ ଦାସ ଅରାମ ଦେଶସ୍ଥ ଗଶୂରରେ ଥିବା ବେଳେ ମାନତ ମନାସି କହିଅଛି, ଯେବେ ସଦାପ୍ରଭୁ ନିଶ୍ଚୟ ମୋତେ ପୁନର୍ବାର ଯିରୂଶାଲମକୁ ଆଣିବେ, ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମ କହିଲେ, ମୁଁ ଅରାମର ଗଶୂରରେ ଥିବା ସମୟରେ ଏକ ଶପଥ କରିଥିଲି ଯେ, ‘ଯଦି ରାଜା ମୋତେ ଯିରୁଶାଲମକୁ ଫେରି ଆସିବାକୁ କହନ୍ତି ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆପଣଙ୍କ ଦାସ ଅରାମ ଦେଶସ୍ଥ ଗଶୂରରେ ଥିବା ବେଳେ ମାନତ କରି କହିଅଛି, ‘ଯଦି ସଦାପ୍ରଭୁ ନିଶ୍ଚୟ ମୋତେ ପୁନର୍ବାର ଯିରୂଶାଲମକୁ ଆଣିବେ, ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି।’”
Odia IRV 2017 (ଓଡିଆ ବାଇବେଲ)
କାରଣ ଆପଣଙ୍କ ଦାସ ଅରାମ ଦେଶସ୍ଥ ଗଶୂରରେ ଥିବା ବେଳେ ମାନତ କରି କହିଅଛି, ‘ଯଦି ସଦାପ୍ରଭୁ ନିଶ୍ଚୟ ମୋତେ ପୁନର୍ବାର ଯିରୂଶାଲମକୁ ଆଣିବେ, ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି।’”