2 Samuel 15:9 — Compare Translations
5 translations compared side by side
Odia - 1840
"ରାଜା ତାଙ୍କୁ କହିଲେ, ତୁମ୍ଭେ ଶାନ୍ତି ରେ ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା ତାହାକୁ କହିଲେ, କୁଶଳରେ ଯାଅ । ତହୁଁ ସେ ଉଠି ହିବ୍ରୋଣକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ତାଙ୍କୁ କହିଲେ, “ତୁମ୍ଭେ ଶାନ୍ତିରେ ଯାଅ।” ତା’ପରେ ସେ ହିବ୍ରୋଣକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜା ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ସେ ଉଠି ହିବ୍ରୋଣକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜା ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ସେ ଉଠି ହିବ୍ରୋଣକୁ ଗଲା।