2 Samuel 16:10 — Compare Translations
5 translations compared side by side
Odia - 1840
"କିନ୍ତୁ ରାଜା କହିଲେ, ସରକ୍ସ୍ଟଯାର ପକ୍ସ୍ଟତ୍ରମାନେ, କାହିଁକି ତୁମ୍ଭମାନେେ ମାେ ବିଷଯ ରେ ଅନ୍ୟଥା ଚର୍ଚ୍ଚା କରୁଛ? ଶିମଯି ମାେତେ ଅଭିଶାପ ଦେଉଛି, କିନ୍ତୁ ସଦାପ୍ରଭୁ ତାକକ୍ସ୍ଟ କହିଛନ୍ତି, ମାେତେ ଅଭିଶାପ ଦବୋ ପାଇଁ। ଏବଂ କିଏ ସଦାପ୍ରଭୁଙ୍କୁ ପ୍ରଶ୍ନ କରିପାରିବ, ଜିନିଷଗକ୍ସ୍ଟଡିକ ବିଷଯ ରେ ସେ କରନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା କହିଲେ, ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସଙ୍ଗେ ମୋହର କି କଥା? ସେ ତ ଶାପ ଦେଉଅଛି, ପୁଣି ଦାଉଦକୁ ଶାପ ଦିଅ ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି; ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ରାଜା କହିଲେ, “ସରୁୟାର ପୁତ୍ରମାନେ, କାହିଁକି ତୁମ୍ଭେମାନେ ମୋ’ ବିଷୟରେ ଅନ୍ୟଥା ଚର୍ଚ୍ଚା କରୁଛ? ଶିମିୟି ମୋତେ ଅଭିଶାପ ଦେଉଛି, କିନ୍ତୁ ସଦାପ୍ରଭୁ ତାକୁ କହିଛନ୍ତି, ମୋତେ ଅଭିଶାପ ଦେବା ପାଇଁ। ଏବଂ କିଏ ସଦାପ୍ରଭୁଙ୍କୁ ପ୍ରଶ୍ନ କରି ପାରିବ, ଜିନିଷଗୁଡ଼ିକ ବିଷୟରେ ସେ କରନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜା କହିଲେ, “ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସହିତ ମୋʼ ର କʼଣ କରିବାର ଅଛି? ସେ ତ ଅଭିଶାପ ଦେଉଅଛି, ପୁଣି ଦାଉଦଙ୍କୁ ‘ଅଭିଶାପ ଦିଅ’ ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି? ‘ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ?’”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜା କହିଲେ, “ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସହିତ ମୋ’ର କ’ଣ କରିବାର ଅଛି? ସେ ତ ଅଭିଶାପ ଦେଉଅଛି, ପୁଣି ଦାଉଦକୁ ‘ଅଭିଶାପ ଦିଅ’ ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି? ‘ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ?’”