2 Samuel 16:11 — Compare Translations
5 translations compared side by side
Odia - 1840
"ଦାଉଦ ଅବିଶଯକକ୍ସ୍ଟ ଓ ନିଜର ଦାସମାନଙ୍କୁ କହିଲେ, ଦେଖ, ମାରେନିଜ ପକ୍ସ୍ଟତ୍ର ମାେତେ ହତ୍ଯା କରିବାକୁ ଚେଷ୍ଟା କରୁଛି। ବର୍ତ୍ତମାନ ବିନ୍ଯାମୀନ ଗୋଷ୍ଠୀବର୍ଗର ଏହି ଲୋକ ମାେତେ ମାରିବାକକ୍ସ୍ଟ ଚେଷ୍ଟା କରିବା ପାଇଁ ଅଧିକ ଅଧିକାର ଅଛି। ତାକକ୍ସ୍ଟ ଏକା ଛାଡିଦିଅ। ତାକକ୍ସ୍ଟ ଅଭିଶାପ ଦବୋକକ୍ସ୍ଟ ଦିଅ। କାରଣ ସଦାପ୍ରଭୁ ତାକକ୍ସ୍ଟ ଅନକ୍ସ୍ଟମତି ଦଇେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଦାଉଦ ଅବିଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ? ତାକୁ ଛାଡ଼, ସେ ଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଅବିଶୟକୁ ଓ ନିଜର ଦାସମାନଙ୍କୁ କହିଲେ, “ଦେଖ, ମୋର ନିଜ ପୁତ୍ର ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଛି। ବର୍ତ୍ତମାନ ବିନ୍ୟାମୀନ ଗୋଷ୍ଠୀବର୍ଗର ଏହି ଲୋକ ମୋତେ ମାରିବାକୁ ଚେଷ୍ଟା କରିବା ପାଇଁ ଅଧିକ ଅଧିକାର ଅଛି। ତାକୁ ଏକା ଛାଡ଼ିଦିଅ। ତାକୁ ଅଭିଶାପ ଦେବାକୁ ଦିଅ। କାରଣ ସଦାପ୍ରଭୁ ତାକୁ ଅନୁମତି ଦେଇ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଦାଉଦ ଅବୀଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଦାଉଦ ଅବୀଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି।