2 Samuel 16:12 — Compare Translations
5 translations compared side by side
Odia - 1840
"ଏହା ହାଇପୋ ରେ ଯେ, ସଦାପ୍ରଭୁ ମାେ ପ୍ରତି ଅନ୍ଯାଯ ହେଉଥିବାର ଦେଖିବେ ଏବଂ ଶିମିଯିର ଅଭିଶାପ ବଦଳ ରେ ସେ ମାେତେ ଆଶୀର୍ବାଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହୋଇପାରେ, ମୋʼ ପ୍ରତି କୃତ ଏ ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ହୋଇପାରେ ଯେ, ସଦାପ୍ରଭୁ ମୋ’ ପ୍ରତି ଅନ୍ୟାୟ ହେଉଥିବାର ଦେଖିବେ ଏବଂ ଶିମିୟିର ଅଭିଶାପ ବଦଳରେ ସେ ମୋତେ ଆଶୀର୍ବାଦ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହୋଇପାରେ, ମୋʼ ପ୍ରତି କୃତ ଏହି ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଅଭିଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ।”
Odia IRV 2017 (ଓଡିଆ ବାଇବେଲ)
ହୋଇପାରେ, ମୋ’ ପ୍ରତି କୃତ ଏହି ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଅଭିଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ।”