2 Samuel 16:13 — Compare Translations
5 translations compared side by side
Odia - 1840
"ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ତାଙ୍କ ବାଟରେ ଗଲେ। କିନ୍ତୁ ଶିମିଯି ତାଙ୍କୁ ପର୍ବତର ଅନ୍ୟ ପାଖର ରାସ୍ତା ରେ ଅନକ୍ସ୍ଟସରଣ କରୁଥିଲେ ଓ ଅଭିଶାପ ଦେଉଥିଲେ। ଏବଂ ସେ ତାଙ୍କୁ ପଥର ଫିଙ୍ଗିଥାଏ ଓ ଧୂଳି ପକାଉ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ପଥ ଦେଇ ଗଲେ; ପୁଣି ଶିମୀୟି ତାଙ୍କ ପାଖେ ପାଖେ ପର୍ବତ ପାର୍ଶ୍ଵ ଦେଇ ଚାଲିଲା, ପୁଣି ଚାଲୁ ଚାଲୁ ଶାପ ଦେଲା ଓ ତାଙ୍କୁ ପଥର ଓ ଧୂଳି ପକାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ତାଙ୍କ ବାଟରେ ଗଲେ। କିନ୍ତୁ ଶିମିୟି ତାଙ୍କୁ ପର୍ବତର ଅନ୍ୟ ପାଖର ରାସ୍ତାରେ ଅନୁସରଣ କରୁଥିଲା ଓ ଅଭିଶାପ ଦେଉଥିଲା। ଏବଂ ସେ ତାଙ୍କୁ ପଥର ଫିଙ୍ଗୁଥାଏ ଓ ଧୂଳି ପକାଉ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ପଥ ଦେଇ ଗଲେ; ପୁଣି ଶିମୀୟି ତାଙ୍କ ପାଖେ ପାଖେ ପର୍ବତ ପାର୍ଶ୍ୱ ଦେଇ ଚାଲିଲା, ପୁଣି ଚାଲୁ ଚାଲୁ ଅଭିଶାପ ଦେଲା ଓ ତାଙ୍କ ଉପରେ ପଥର ଓ ଧୂଳି ପକାଇଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ପଥ ଦେଇ ଗଲେ; ପୁଣି ଶିମୀୟି ତାଙ୍କ ପାଖେ ପାଖେ ପର୍ବତ ପାର୍ଶ୍ୱ ଦେଇ ଚାଲିଲା, ପୁଣି ଚାଲୁ ଚାଲୁ ଅଭିଶାପ ଦେଲା ଓ ତାଙ୍କ ଉପରେ ପଥର ଓ ଧୂଳି ପକାଇଲା।