2 Samuel 16:14 — Compare Translations
5 translations compared side by side
Odia - 1840
"ରାଜା ଦାଉଦ ଓ ତାଙ୍କର ଲୋକମାନେ ଆସି ୟର୍ଦ୍ଦନ ନଦୀ କୂଳ ରେ ପହନ୍ଚିଲେ। ରାଜା ଏବଂ ତାଙ୍କର ଲୋକମାନେ କ୍ଲାନ୍ତ ହାଇୟୋଇ ଥିଲେ। ତେଣୁ ସମାନେେ ସଠାେରେ ବିଶ୍ରାମ ନେଲେ ଓ କ୍ଲାନ୍ତ ମେଣ୍ଟାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ରାଜା ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ କ୍ଳା; ହୋଇ ଆସିଲେ; ପୁଣି ସେଠାରେ ସେମାନେ ବିଶ୍ରାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଦାଉଦ ଓ ତାଙ୍କର ଲୋକମାନେ ଆସି ଯର୍ଦ୍ଦନ ନଦୀ କୂଳରେ ପହଞ୍ଚିଲେ। ରାଜା ଏବଂ ତାଙ୍କର ଲୋକମାନେ କ୍ଳାନ୍ତ ହୋଇଯାଇ ଥିଲେ। ତେଣୁ ସେମାନେ ସେଠାରେ ବିଶ୍ରାମ ନେଲେ ଓ କ୍ଳାନ୍ତ ମେଣ୍ଟାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ରାଜା ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ କ୍ଳାନ୍ତ ହୋଇ ଆସିଲେ; ପୁଣି ସେଠାରେ ସେମାନେ ରାତିରେ ବିଶ୍ରାମ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ରାଜା ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ କ୍ଳାନ୍ତ ହୋଇ ଆସିଲେ; ପୁଣି ସେଠାରେ ସେମାନେ ରାତିରେ ବିଶ୍ରାମ କଲେ।