2 Samuel 16:15 — Compare Translations
5 translations compared side by side
Odia - 1840
"ଅବଶାଲୋମ, ଅହୀଥୋଫଲ ଓ ସମସ୍ତ ଇଶ୍ରାଯଲୀଯ ଲୋକମାନେ ଯିରୁଶାଲମକୁ ଫରେି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ଅବଶାଲୋମ ଓ ତାହା ସଙ୍ଗେ ଅହୀଥୋଫଲ ଓ ସମସ୍ତ ଇସ୍ରାଏଲୀୟ ଲୋକ ଯିରୂଶାଲମକୁ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମ, ଅହୀଥୋଫଲ ଓ ସମସ୍ତ ଇସ୍ରାଏଲୀୟ ଲୋକମାନେ ଯିରୁଶାଲମକୁ ଫେରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଅବଶାଲୋମ ଓ ତାହା ସଙ୍ଗେ ଅହୀଥୋଫଲ ଓ ସମସ୍ତ ଇସ୍ରାଏଲୀୟ ଲୋକ ଯିରୂଶାଲମକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ଅବଶାଲୋମ ଓ ତାହା ସଙ୍ଗେ ଅହୀଥୋଫଲ ଓ ସମସ୍ତ ଇସ୍ରାଏଲୀୟ ଲୋକ ଯିରୂଶାଲମକୁ ଆସିଲେ।