2 Samuel 16:17 — Compare Translations

5 translations compared side by side

Odia - 1840
"ଅବଶାଲୋମ ହୂଶଯକକ୍ସ୍ଟ କହିଲେ, ତୁମ୍ଭେ ସାଙ୍ଗ ପ୍ରତି କାହିଁକି ବିଶ୍ବସ୍ତ ନକ୍ସ୍ଟହଁ, ତୁମ୍ଭେ କାହିଁକି ନିଜର ସାଙ୍ଗ ସହିତ ଗଲ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବଶାଲୋମ ହୂଶୟକୁ କହିଲା, ତୁମ୍ଭ ମିତ୍ର ପ୍ରତି ତୁମ୍ଭର କି ଏହି ଦୟା? ତୁମ୍ଭେ କାହିଁକି ଆପଣା ମିତ୍ର ସଙ୍ଗରେ ଗଲ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମ ହୂଶୟକୁ କହିଲେ, “ତୁମ୍ଭେ ସାଙ୍ଗ ପ୍ରତି କାହିଁକି ବିଶ୍ୱସ୍ତ ନୁହଁ, ତୁମ୍ଭେ କାହିଁକି ନିଜର ସାଙ୍ଗ ସହିତ ଗଲ ନାହିଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବଶାଲୋମ ହୂଶୟକୁ କହିଲା, “ତୁମ୍ଭ ମିତ୍ର ପ୍ରତି ତୁମ୍ଭର କି ଏହି ଦୟା? ତୁମ୍ଭେ କାହିଁକି ଆପଣା ମିତ୍ର ସଙ୍ଗରେ ଗଲ ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅବଶାଲୋମ ହୂଶୟକୁ କହିଲା, “ତୁମ୍ଭ ମିତ୍ର ପ୍ରତି ତୁମ୍ଭର କି ଏହି ଦୟା? ତୁମ୍ଭେ କାହିଁକି ଆପଣା ମିତ୍ର ସଙ୍ଗରେ ଗଲ ନାହିଁ?”