2 Samuel 16:18 — Compare Translations
5 translations compared side by side
Odia - 1840
"ହୂଶଯ ଅବଶା ଲୋମକକ୍ସ୍ଟ କହିଲା, ସଦାପ୍ରଭୁ ଓ ଏହି ସମକ୍ସ୍ଟଦାଯ ଇଶ୍ରାୟେଲର ଲୋକମାନେ ତୁମ୍ଭକୁ ମନୋନୀତ କଲେ, ତେଣୁ ମୁ ତୁମ୍ଭର ସମର୍ଥନ କରିବି ଏବଂ ତକ୍ସ୍ଟମ୍ଭ ସହିତ ମୁ ରହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହୂଶୟ ଅବଶାଲୋମକୁ କହିଲା, ତାହା ନୁହେଁ; ମାତ୍ର ସଦାପ୍ରଭୁ ଓ ଏହି ଲୋକମାନେ ଓ ସମୁଦାୟ ଇସ୍ରାଏଲ ଲୋକ ଯାହାଙ୍କୁ ମନୋନୀତ କଲେ, ମୁଁ ତାଙ୍କରି ହେବି ଓ ତାଙ୍କ ସଙ୍ଗେ ମୁଁ ରହିବି ।
Odia Bible ERV 2004 (ପବିତ୍ର ବାଇବଲ)
ହୂଶୟ ଅବଶାଲୋମକୁ କହିଲା, “ସଦାପ୍ରଭୁ ଓ ଏହି ସମୁଦାୟ ଇସ୍ରାଏଲର ଲୋକମାନେ ତୁମ୍ଭକୁ ମନୋନୀତ କଲେ, ତେଣୁ ମୁଁ ତୁମ୍ଭର ସମର୍ଥନ କରିବି ଏବଂ ତୁମ୍ଭ ସହିତ ମୁଁ ରହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହୂଶୟ ଅବଶାଲୋମଙ୍କୁ କହିଲା, “ତାହା ନୁହେଁ! ମାତ୍ର ସଦାପ୍ରଭୁ ଓ ଏହି ଲୋକମାନେ ଓ ସମୁଦାୟ ଇସ୍ରାଏଲ ଲୋକ ଯାହାଙ୍କୁ ମନୋନୀତ କଲେ, ମୁଁ ତାଙ୍କରି ହେବି ଓ ତାଙ୍କ ସଙ୍ଗେ ମୁଁ ରହିବି।
Odia IRV 2017 (ଓଡିଆ ବାଇବେଲ)
ହୂଶୟ ଅବଶାଲୋମଙ୍କୁ କହିଲା, “ତାହା ନୁହେଁ! ମାତ୍ର ସଦାପ୍ରଭୁ ଓ ଏହି ଲୋକମାନେ ଓ ସମୁଦାୟ ଇସ୍ରାଏଲ ଲୋକ ଯାହାଙ୍କୁ ମନୋନୀତ କଲେ, ମୁଁ ତାଙ୍କରି ହେବି ଓ ତାଙ୍କ ସଙ୍ଗେ ମୁଁ ରହିବି।