2 Samuel 16:20 — Compare Translations

5 translations compared side by side

Odia - 1840
"ଅବଶାଲୋମ ଅହୀଥୋଫଲକକ୍ସ୍ଟ କହିଲା, ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ଯ, ଏ ବିଷଯ ରେ ତୁମ୍ଭେ ମନ୍ତ୍ରଣା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଅବଶାଲୋମ ଅହୀଥୋଫଲକୁ କହିଲା, ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏ ବିଷୟରେ ତୁମ୍ଭେ ମନ୍ତ୍ରଣା ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମ ଅହୀଥୋଫଲଙ୍କୁ ପରାମର୍ଶ ପାଇଁ ପଗ୍ଭରିଲେ ଅବଶାଲୋମ ଅହୀଥୋଫଲକୁ କହିଲା, “ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏ ବିଷୟରେ ତୁମ୍ଭେ ମନ୍ତ୍ରଣା ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଅବଶାଲୋମ ଅହୀଥୋଫଲକୁ କହିଲା, “ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏ ବିଷୟରେ ତୁମ୍ଭେ ପରାମର୍ଶ ଦିଅ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଅବଶାଲୋମ ଅହୀଥୋଫଲକୁ କହିଲା, “ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏ ବିଷୟରେ ତୁମ୍ଭେ ପରାମର୍ଶ ଦିଅ।”