2 Samuel 16:21 — Compare Translations
5 translations compared side by side
Odia - 1840
"ଅହୀଥୋଫଲ ଅବଶା ଲୋମକକ୍ସ୍ଟ କହିଲା, ତକ୍ସ୍ଟମ୍ଭ ପିତା ଗୃହ ଜଗିବା ନିମନ୍ତେ ନିଜର ଯେଉଁ ଉପପତ୍ନୀମାନଙ୍କୁ ଛାଡିୟାଇ ଅଛନ୍ତି, ତୁମ୍ଭେ ସମାନଙ୍କେ ସହିତ ସହବାସ କରିବାକୁ ୟାଅ। ଏହା ସମକ୍ସ୍ଟଦାଯ ଇଶ୍ରାୟେଲୀୟମାନେ ଶକ୍ସ୍ଟଣିବେ। ସମାନେେ ହୃଦ୍ବୋଧ କରିବେ ଯେ, ତୁମ୍ଭର ପିତା ବର୍ତ୍ତମାନ ତୁମ୍ଭରକ୍ସ୍ଟ ଘୃଣା କରନ୍ତି। ତା ହେଲେ ତୁମ୍ଭର ସମର୍ଥକମାନେ ତୁମ୍ଭକୁ ସମର୍ଥନ ଦବୋ ପାଇଁ ଅଧିକ ଉତ୍ସାହିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅହୀଥୋଫଲ ଅବଶାଲୋମକୁ କହିଲା, ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ଆପଣାର ଯେଉଁ ଉପପନିୀମାନଙ୍କୁ ଛାଡ଼ି ଯାଇଅଛନ୍ତି, ତୁମ୍ଭେ ସେମାନଙ୍କର ସହବାସ କର; ତହିଁରେ ତୁମ୍ଭେ ଆପଣା ପିତାର ଦୁର୍ଗନ୍ଧ ସ୍ଵରୂପ ହୋଇଅଛ, ଏହା ସମୁଦାୟ ଇସ୍ରାଏଲ ଶୁଣିବେ; ତହୁଁ ତୁମ୍ଭ ସଙ୍ଗୀ ସମସ୍ତ ଲୋକଙ୍କ ହସ୍ତ ସବଳ ହେବ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଅହୀଥୋଫଲ ଅବଶାଲୋମକୁ କହିଲା, “ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ନିଜର ଯେଉଁ ଉପପତ୍ନୀମାନଙ୍କୁ ଛାଡ଼ିଯାଇ ଅଛନ୍ତି, ତୁମ୍ଭେ ସେମାନଙ୍କ ସହିତ ସହବାସ କରିବାକୁ ଯାଅ। ଏହା ସମୁଦାୟ ଇସ୍ରାଏଲୀୟମାନେ ଶୁଣିବେ। ସେମାନେ ହୃଦ୍ବୋଧ କରିବେ ଯେ, ତୁମ୍ଭର ପିତା ବର୍ତ୍ତମାନ ତୁମ୍ଭକୁ ଘୃଣା କରନ୍ତି। ତାହାହେଲେ ତୁମ୍ଭର ସମର୍ଥକମାନେ ତୁମ୍ଭକୁ ସମର୍ଥନ ଦେବା ପାଇଁ ଅଧିକ ଉତ୍ସାହିତ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ଆପଣାର ଯେଉଁ ଉପପତ୍ନୀମାନଙ୍କୁ ଛାଡ଼ି ଯାଇଅଛନ୍ତି, ତୁମ୍ଭେ ସେମାନଙ୍କ ସହିତ ସହବାସ କର; ତହିଁରେ ତୁମ୍ଭେ ଆପଣା ପିତାର ଦୁର୍ଗନ୍ଧ ସ୍ୱରୂପ ହେବ, ଏହା ସମୁଦାୟ ଇସ୍ରାଏଲ ଶୁଣିବେ; ତହୁଁ ତୁମ୍ଭ ସଙ୍ଗୀ ସମସ୍ତ ଲୋକଙ୍କ ହସ୍ତ ସବଳ ହେବ।”
Odia IRV 2017 (ଓଡିଆ ବାଇବେଲ)