2 Samuel 16:22 — Compare Translations
5 translations compared side by side
Odia - 1840
"ଏହାପରେ ଲୋକମାନେ ଅବଶା ଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ବୁ ଲଗାଇଲେ, ତା'ପରେ ଅବଶା ଲୋମ ନିଜ ପିତାର ଉପପତ୍ନୀମାନଙ୍କ ସହିତ ସହବାସ କଲା। ସମସ୍ତ ଇଶ୍ରାୟେଲୀୟମାନେ ଏହା ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଲୋକମାନେ ଅବଶାଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ଵୁ ପ୍ରସାରିଲେ; ତହୁଁ ଅବଶାଲୋମ ସମସ୍ତ ଇସ୍ରାଏଲ ସାକ୍ଷାତରେ ଆପଣା ପିତାଙ୍କ ଉପପନିୀମାନଙ୍କ ସହବାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଲୋକମାନେ ଅବଶାଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ବୁ ଲଗାଇଲେ, ତା’ପରେ ଅବଶାଲୋମ ନିଜ ପିତାର ଉପପତ୍ନୀମାନଙ୍କ ସହିତ ସହବାସ କଲା। ସମସ୍ତ ଇସ୍ରାଏଲୀୟମାନେ ଏହା ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଲୋକମାନେ ଅବଶାଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ବୁ ପ୍ରସାରିଲେ; ତହୁଁ ଅବଶାଲୋମ ସମସ୍ତ ଇସ୍ରାଏଲ ସାକ୍ଷାତରେ ଆପଣା ପିତାଙ୍କ ଉପପତ୍ନୀମାନଙ୍କ ସହିତ ସହବାସ କଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଲୋକମାନେ ଅବଶାଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ବୁ ପ୍ରସାରିଲେ; ତହୁଁ ଅବଶାଲୋମ ସମସ୍ତ ଇସ୍ରାଏଲ ସାକ୍ଷାତରେ ଆପଣା ପିତାଙ୍କ ଉପପତ୍ନୀମାନଙ୍କ ସହିତ ସହବାସ କଲା।