2 Samuel 16:23 — Compare Translations

5 translations compared side by side

Odia - 1840
"ସେ ସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସହେି ମନ୍ତ୍ରଣା ପରମେଶ୍ବରଙ୍କ ବାକ୍ଯ ବୋଲି ବିବଚେନା କରାୟାଏ। ଦାଉଦ ଓ ଅବଶା ଲୋମ ଉଭୟ ଏହାକକ୍ସ୍ଟ ଗକ୍ସ୍ଟରକ୍ସ୍ଟତ୍ତ୍ବପୂର୍ଣ ବିବଚେନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସେହି ମନ୍ତ୍ରଣା ପରମେଶ୍ଵରଙ୍କ ବାକ୍ୟ ଦ୍ଵାରା ଉତ୍ତର ପାଇବା ତୁଲ୍ୟ ଥିଲା; ଦାଉଦ ଓ ଅବଶାଲୋମ ଉଭୟଙ୍କ ପ୍ରତି ଅହୀଥୋଫଲର ସମସ୍ତ ମନ୍ତ୍ରଣା ଏହି ପ୍ରକାର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସେହି ମନ୍ତ୍ରଣା ପରମେଶ୍ୱରଙ୍କ ବାକ୍ୟ ବୋଲି ବିବେଚନା କରାଯାଏ। ଦାଉଦ ଓ ଅବଶାଲୋମ ଉଭୟ ଏହାକୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସେହି ମନ୍ତ୍ରଣା ପରମେଶ୍ୱରଙ୍କ ବାକ୍ୟ ଦ୍ୱାରା ଉତ୍ତର ପାଇବା ତୁଲ୍ୟ ଥିଲା; ଦାଉଦ ଓ ଅବଶାଲୋମ ଉଭୟଙ୍କ ପ୍ରତି ଅହୀଥୋଫଲର ସମସ୍ତ ମନ୍ତ୍ରଣା ଏହି ପ୍ରକାର ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସେହି ମନ୍ତ୍ରଣା ପରମେଶ୍ୱରଙ୍କ ବାକ୍ୟ ଦ୍ୱାରା ଉତ୍ତର ପାଇବା ତୁଲ୍ୟ ଥିଲା; ଦାଉଦ ଓ ଅବଶାଲୋମ ଉଭୟଙ୍କ ପ୍ରତି ଅହୀଥୋଫଲର ସମସ୍ତ ମନ୍ତ୍ରଣା ଏହି ପ୍ରକାର ଥିଲା।