2 Samuel 16:4 — Compare Translations

5 translations compared side by side

Odia - 1840
"ତା'ପରେ ରାଜା ସୀବଃକକ୍ସ୍ଟ କହିଲେ, ସହେି କାରଣରକ୍ସ୍ଟ, ବର୍ତ୍ତମାନ ମୁ ତୁମ୍ଭକୁ ମଫୀବୋଶତର ସର୍ବସ୍ବ ଦେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ସୀବଃକୁ କହିଲେ, ଦେଖ, ମଫୀବୋଶତର ସର୍ବସ୍ଵ ତୁମ୍ଭର ହେଲା । ତହୁଁ ସୀବଃ କହିଲା, ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୋ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଏ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା ସୀବଃକୁ କହିଲେ, “ସେହି କାରଣରୁ, ବର୍ତ୍ତମାନ ମୁଁ ତୁମ୍ଭକୁ ମଫୀବୋଶତର ସର୍ବସ୍ୱ ଦେଉଛି।” ସୀବଃ କହିଲା, “ମୁଁ ଆପଣଙ୍କୁ ପ୍ରଣାମ କରୁଅଛି ହେ ପ୍ରଭୁ ମହାରାଜ, ଆପଣଙ୍କୁ ଖୁସୀ କରିବା ପାଇଁ ମୁଁ ସର୍ବଦା ଆଶା କରୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ସୀବଃକୁ କହିଲେ, “ଦେଖ, ମଫୀବୋଶତ୍‍ର ସର୍ବସ୍ୱ ତୁମ୍ଭର ହେଲା।” ତହୁଁ ସୀବଃ କହିଲା, “ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୋ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଯେପରି ଅନୁଗ୍ରହ ପାଏ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ସୀବଃକୁ କହିଲେ, “ଦେଖ, ମଫୀବୋଶତ୍‍ର ସର୍ବସ୍ୱ ତୁମ୍ଭର ହେଲା।” ତହୁଁ ସୀବଃ କହିଲା, “ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୁ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଯେପରି ଅନୁଗ୍ରହ ପାଏ।”