2 Samuel 16:5 — Compare Translations
5 translations compared side by side
Odia - 1840
"ଦାଉଦ ବହକ୍ସ୍ଟରୀମକକ୍ସ୍ଟ ଗଲେ, ସଠାେରେ ଦେଖିଲେ ଶାଉଲ ବଂଶର ଏକ ବ୍ଯକ୍ତି ସଠାେରକ୍ସ୍ଟ ବାହାରି ଆସିଲା, ତା'ର ନାମ ଥିଲା ଶିମିଯି। ସେ ଥିଲା ଗରୋର ପକ୍ସ୍ଟତ୍ର, ସେ ବାହାରି ଆସିବା ସମୟରେ ଦାଉଦଙ୍କକ୍ସ୍ଟ ଗାଳି ଦେଉଥିଲା। ଏବଂ ଦାଉଦଙ୍କ ବିଷଯ ରେ ଗାଳି କରି କରି ବାହାରକ୍ସ୍ଟ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଶାପ ଦେଉ ଦେଉ ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କୁ ଶିମିୟିର ଅଭିଶାପ ଦାଉଦ ବହୁରୀମକୁ ଗଲେ, ସେଠାରେ ଦେଖିଲେ ଶାଉଲ ବଂଶର ଏକ ବ୍ୟକ୍ତି ସେଠାରୁ ବାହାରି ଆସିଲା, ତା’ର ନାମ ଥିଲା ଶିମିୟି। ସେ ଥିଲା ଗେରାର ପୁତ୍ର, ସେ ବାହାରି ଆସିବା ସମୟରେ ଦାଉଦଙ୍କୁ ଗାଳି ଦେଉଥିଲା। ଏବଂ ଦାଉଦଙ୍କ ବିଷୟରେ ଗାଳି କରି କରି ବାହାରୁ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଅଭିଶାପ ଦେଉ ଦେଉ ଆସିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଅଭିଶାପ ଦେଉ ଦେଉ ଆସିଲା।