2 Samuel 16:6 — Compare Translations
5 translations compared side by side
Odia - 1840
"ଶିମିଯି ଗାଳି ଦେଉଦେଉ ଦାଉଦ ଓ ତାଙ୍କର ସୈନ୍ଯମାନଙ୍କ ଉପରକକ୍ସ୍ଟ ପଥର ଫିଙ୍ଗକ୍ସ୍ଟ ଥିଲା। କିନ୍ତୁ ଦାଉଦଙ୍କର ସୈନ୍ଯଦଳ ଓ ଲୋକମାନେ ଦାଉଦଙ୍କକ୍ସ୍ଟ ଘରେି କରି ରହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଦାଉଦଙ୍କୁ ଓ ଦାଉଦ ରାଜାଙ୍କର ସବୁ ଦାସଙ୍କୁ ପଥର ପକାଇଲା; ସେତେବେଳେ ସମସ୍ତ ଲୋକ ଓ ସମସ୍ତ ବୀର ତାଙ୍କର ଦକ୍ଷିଣରେ ଓ ବାମରେ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶିମିୟି ଗାଳି ଦେଉ ଦେଉ ଦାଉଦ ଓ ତାଙ୍କର ସୈନ୍ୟମାନଙ୍କ ଉପରକୁ ପଥର ଫିଙ୍ଗୁ ଥିଲା। କିନ୍ତୁ ଦାଉଦଙ୍କର ସୈନ୍ୟଦଳ ଓ ଲୋକମାନେ ଦାଉଦଙ୍କୁ ଘେରି କରି ରହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଦାଉଦଙ୍କୁ ଓ ଦାଉଦ ରାଜାଙ୍କର ସବୁ ଦାସଙ୍କୁ ପଥର ମାରିଲା; ସେତେବେଳେ ସମସ୍ତ ଲୋକ ଓ ସମସ୍ତ ବୀର ତାଙ୍କର ଦକ୍ଷିଣରେ ଓ ବାମରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଦାଉଦଙ୍କୁ ଓ ଦାଉଦ ରାଜାଙ୍କର ସବୁ ଦାସଙ୍କୁ ପଥର ମାରିଲା; ସେତେବେଳେ ସମସ୍ତ ଲୋକ ଓ ସମସ୍ତ ବୀର ତାଙ୍କର ଦକ୍ଷିଣରେ ଓ ବାମରେ ଥିଲେ।