2 Samuel 16:9 — Compare Translations
5 translations compared side by side
Odia - 1840
"ସରକ୍ସ୍ଟଯାର ପକ୍ସ୍ଟତ୍ର ଅବିଶଯ ରାଜାଙ୍କକ୍ସ୍ଟ କହିଲା, ଏ ମଲା କକ୍ସ୍ଟକକ୍ସ୍ଟରଟା କାହିଁକି ମାେ ପ୍ରଭକ୍ସ୍ଟ ମହାରାଜାଙ୍କକ୍ସ୍ଟ ଅଭିଶାପ ଦବେ? ଅନକ୍ସ୍ଟମତି ଦିଅନ୍ତକ୍ସ୍ଟ ମୁ ପାର ହାଇେ ତା'ର ମକ୍ସ୍ଟଣ୍ତ କାଟି ଆଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସରୁୟାର ପୁତ୍ର ଅବିଶୟ ରାଜାଙ୍କୁ କହିଲା, ଏ ମଲା କୁକ୍କୁରଟା କାହିଁକି ମୋʼ ପ୍ରଭୁ ମହାରାଜାଙ୍କୁ ଶାପ ଦେବ? ଅନୁମତି ଦେଉନ୍ତୁ, ମୁଁ ପାର ହୋଇ ଯାଇ ତାହାର ମୁଣ୍ତ କାଟି ପକାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସରୁୟାର ପୁତ୍ର ଅବିଶୟ ରାଜାଙ୍କୁ କହିଲା, “ଏ ମଲା କୁକୁରଟା କାହିଁକି ମୋ’ ପ୍ରଭୁ ମହାରାଜାଙ୍କୁ ଅଭିଶାପ ଦେବ? ଅନୁମତି ଦିଅନ୍ତୁ ମୁଁ ପାର ହୋଇ ତା’ର ମୁଣ୍ଡ କାଟି ଆଣିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସରୁୟାର ପୁତ୍ର ଅବୀଶୟ ରାଜାଙ୍କୁ କହିଲା, “ଏ ମଲା କୁକ୍କୁରଟା କାହିଁକି ମୋʼ ପ୍ରଭୁ ମହାରାଜାଙ୍କୁ ଅଭିଶାପ ଦେବ? ଅନୁମତି ଦେଉନ୍ତୁ, ମୁଁ ପାର ହୋଇଯାଇ ତାହାର ମୁଣ୍ଡ କାଟି ପକାଏ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସରୁୟାର ପୁତ୍ର ଅବୀଶୟ ରାଜାଙ୍କୁ କହିଲା, “ଏ ମଲା କୁକ୍କୁରଟା କାହିଁକି ମୋ’ ପ୍ରଭୁ ମହାରାଜାଙ୍କୁ ଅଭିଶାପ ଦେବ? ଅନୁମତି ଦେଉନ୍ତୁ, ମୁଁ ପାର ହୋଇ ଯାଇ ତାହାର ମୁଣ୍ଡ କାଟି ପକାଏ।”