2 Samuel 17:1 — Compare Translations
5 translations compared side by side
Odia - 1840
"ଅହୀଥୋଫଲ ଅବଶା ଲୋମକକ୍ସ୍ଟ କହିଲା, ମୁ 12,000 ଲୋକ ବାଛିବି ଓ ଆଜି ରାତି ରେ ଦାଉଦଙ୍କର ପେଛ ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଅହୀଥୋଫଲ ଅବଶାଲୋମକୁ କହିଲା, ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କ ବିଷୟରେ ଅହୀଥୋଫଲଙ୍କ ପରାମର୍ଶ ଅହୀଥୋଫଲ ଅବଶାଲୋମକୁ କହିଲା, “ମୁଁ 12,000 ଲୋକ ବାଛିବି ଓ ଆଜି ରାତିରେ ଦାଉଦଙ୍କର ପଛେ ଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଇବି।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଇବି।