2 Samuel 17:10 — Compare Translations

5 translations compared side by side

Odia - 1840
"ତା'ପରେ ଯଦିଓ ସାହସୀ ଲୋକମାନଙ୍କ ପରି ଯେଉଁମାନେ ଗୋଟିଏ ସିଂହ ପରି ସାହସୀ ଅଟନ୍ତି, ଭୟଭୀତ ହବେେ। କାରଣ ସମସ୍ତ ଇଶ୍ରାୟେଲୀୟଗଣ ଜାଣନ୍ତି ଯେ, ତୁମ୍ଭର ପିତା ଗୋଟିଏ ସାହସୀ ଯୋଦ୍ଧା ଏବଂ ତାଙ୍କର ଲୋକମାନେ ମଧ୍ଯ ବଳଶାଳୀ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାହେଲେ, ଯେଉଁ ବିକ୍ରମଶାଳୀର ହୃଦୟ ସିଂହର ହୃଦୟ ତୁଲ୍ୟ, ସେ ମଧ୍ୟ ନିତା; ତରଳି ଯିବ; କାରଣ ଆପଣଙ୍କ ପିତା ଯେ ବୀର ଓ ତାଙ୍କ ସଙ୍ଗୀମାନେ ଯେ ବିକ୍ରମଶାଳୀ ଲୋକ, ଏହା ସମୁଦାୟ ଇସ୍ରାଏଲ ଜାଣନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯଦିଓ ସାହସୀ ଲୋକମାନଙ୍କ ପରି ଯେଉଁମାନେ ଗୋଟିଏ ସିଂହ ପରି ସାହସୀ ଅଟନ୍ତି, ଭୟଭୀତ ହେବେ। କାରଣ ସମସ୍ତ ଇସ୍ରାଏଲୀୟଗଣ ଜାଣନ୍ତି ଯେ, ତୁମ୍ଭର ପିତା ଗୋଟିଏ ସାହସୀ ଯୋଦ୍ଧା ଏବଂ ତାଙ୍କର ଲୋକମାନେ ମଧ୍ୟ ବଳଶାଳୀ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାହେଲେ, ଯେଉଁ ବିକ୍ରମଶାଳୀର ହୃଦୟ ସିଂହର ହୃଦୟ ତୁଲ୍ୟ, ସେ ମଧ୍ୟ ନିତାନ୍ତ ତରଳି ଯିବ; କାରଣ ଆପଣଙ୍କ ପିତା ଯେ ବୀର ଓ ତାଙ୍କ ସଙ୍ଗୀମାନେ ଯେ ବିକ୍ରମଶାଳୀ ଲୋକ, ଏହା ସମୁଦାୟ ଇସ୍ରାଏଲ ଜାଣନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାହାହେଲେ, ଯେଉଁ ବିକ୍ରମଶାଳୀର ହୃଦୟ ସିଂହର ହୃଦୟ ତୁଲ୍ୟ, ସେ ମଧ୍ୟ ନିତାନ୍ତ ତରଳି ଯିବ; କାରଣ ଆପଣଙ୍କ ପିତା ଯେ ବୀର ଓ ତାଙ୍କ ସଙ୍ଗୀମାନେ ଯେ ବିକ୍ରମଶାଳୀ ଲୋକ, ଏହା ସମୁଦାୟ ଇସ୍ରାଏଲ ଜାଣନ୍ତି।