2 Samuel 17:11 — Compare Translations

5 translations compared side by side

Odia - 1840
"ମାତ୍ର ମାରେ ମନ୍ତ୍ରଣା ଏହି ଯେ, ଦାନଠାରକ୍ସ୍ଟ ବରେଶବୋ ପର୍ୟ୍ଯନ୍ତ ସମକ୍ସ୍ଟଦାଯ ଇଶ୍ରାୟେଲୀୟମାନେ ସମକ୍ସ୍ଟଦ୍ର ଓ ତୀରସ୍ଥ ବାଲକ୍ସ୍ଟକା ତକ୍ସ୍ଟଲ୍ଯ ଅସଂଖ୍ଯ ହାଇେ ଆପଣଙ୍କ ନିକଟରେ ସଂଗୃହିତ ହକ୍ସ୍ଟଅନ୍ତକ୍ସ୍ଟ। ଆପଣ ସ୍ବଯଂ ୟକ୍ସ୍ଟଦ୍ଧକକ୍ସ୍ଟ ୟାଆନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୋହର ମନ୍ତ୍ରଣା ଏହି ଯେ, ଦାନ୍‍ଠାରୁ ବେରଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହେଉନ୍ତୁ; ପୁଣି ଆପଣ ସ୍ଵୟଂ ଯୁଦ୍ଧକୁ ଯାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ମୋର ମନ୍ତ୍ରଣା ଏହି ଯେ, ଦା‌ନ୍‌ଠାରୁ ‌ବେ‌ର୍‌ଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲୀୟମାନେ ସମୁଦ୍ର ଓ ତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହୁଅନ୍ତୁ। ଆପଣ ସ୍ୱୟଂ ଯୁଦ୍ଧକୁ ଯାଆନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୋହର ମନ୍ତ୍ରଣା ଏହି ଯେ, ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହେଉନ୍ତୁ; ପୁଣି ଆପଣ ସ୍ୱୟଂ ଯୁଦ୍ଧକୁ ଯାଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୋହର ମନ୍ତ୍ରଣା ଏହି ଯେ, ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହେଉନ୍ତୁ; ପୁଣି ଆପଣ ସ୍ୱୟଂ ଯୁଦ୍ଧକୁ ଯାଉନ୍ତୁ।