2 Samuel 17:12 — Compare Translations

5 translations compared side by side

Odia - 1840
"ସେଥିପାଇଁ ସମାନେେ ଯେଉଁଠା ରେ ଲକ୍ସ୍ଟଚନ୍ତକ୍ସ୍ଟ ନା, ଆମ୍ଭମାନେେ ସଠାେରେ ଉପସ୍ଥିତ ହବେକ୍ସ୍ଟ ଓ ଭୂମିରେ ଶିଶିର ପଡିବାପରି ତାଙ୍କ ଉପରେ ପଡିବକ୍ସ୍ଟ। ଏବଂ ଆମ୍ଭମାନେେ ଦାଉଦ ଓ ତାଙ୍କର ଲୋକମାନଙ୍କୁ ହତ୍ଯା କରିବକ୍ସ୍ଟ ଜଣକକ୍ସ୍ଟ ବି ଜୀବନ୍ତ ଛାଡିବକ୍ସ୍ଟ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯେଉଁ ସ୍ଥାନରେ ତାଙ୍କର ସନ୍ଧାନ ମିଳିବ, ସେସ୍ଥାନରେ ଆମ୍ଭେମାନେ ତାଙ୍କ ନିକଟରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବା ପରି ତାଙ୍କ ଉପରେ ପଡ଼ିବୁ; ପୁଣି ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କ ମଧ୍ୟରୁ ଜଣକୁ ହିଁ ଅବଶିଷ୍ଟ ରଖିବୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ସେମାନେ ଯେଉଁଠାରେ ଲୁଚନ୍ତୁ ନା, ଆମ୍ଭେମାନେ ସେଠାରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବାପରି ତାଙ୍କ ଉପରେ ପଡ଼ିବୁ। ଏବଂ ଆମ୍ଭେମାନେ ଦାଉଦ ଓ ତାଙ୍କର ଲୋକମାନଙ୍କୁ ହତ୍ୟା କରିବୁ ଜଣକୁ ବି ଜୀବନ୍ତ ଛାଡ଼ିବୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯେଉଁ ସ୍ଥାନରେ ତାଙ୍କର ସନ୍ଧାନ ମିଳିବ, ସେହି ସ୍ଥାନରେ ଆମ୍ଭେମାନେ ତାଙ୍କ ନିକଟରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବା ପରି ତାଙ୍କ ଉପରେ ପଡ଼ିବୁ; ପୁଣି ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କ ମଧ୍ୟରୁ ଜଣକୁ ହିଁ ଅବଶିଷ୍ଟ ରଖିବୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)