2 Samuel 17:13 — Compare Translations
5 translations compared side by side
Odia - 1840
"ଆହକ୍ସ୍ଟରି ଯବେେ କୌଣସି ନଗରକକ୍ସ୍ଟ ୟାଇଥିବେ, ତବେେ ସମସ୍ତ ଇଶ୍ରାୟେଲୀୟମାନେ ସହେି ନଗରକକ୍ସ୍ଟ ଦଉଡି ନଇେ ପଳାଯନ କରିବେ ଓ ଆମ୍ଭମାନେେ ନଗରର ପ୍ରାଚୀରକକ୍ସ୍ଟ ଭାଙ୍ଗି ଦବେକ୍ସ୍ଟ ଗୋଟିଏ ଗୋଡି ନରହିବା ପର୍ୟ୍ଯନ୍ତ ଆମ୍ଭମାନେେ ତାହା ଉପତ୍ୟକାକକ୍ସ୍ଟ ଟାଣିଦବେକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଯେବେ ସେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲ ସେହି ନଗରକୁ ଦଉଡ଼ି ଆଣିବେ ଓ ତହିଁରେ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ନଦୀକି ଟାଣି ନେବୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ଯେବେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲୀୟମାନେ ସେହି ନଗରକୁ ଦଉଡ଼ି ନେଇ ପଳାୟନ କରିବେ ଓ ଆମ୍ଭେମାନେ ନଗରର ପ୍ରାଚୀରକୁ ଭାଙ୍ଗି ଦେବୁ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ଉପତ୍ୟକାକୁ ଟାଣିଦେବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଯଦି ସେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲ ସେହି ନଗରକୁ ଦଉଡ଼ି ଆଣିବେ ଓ ତହିଁରେ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ନଦୀକୁ ଟାଣି ନେବୁ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ଯଦି ସେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲ ସେହି ନଗରକୁ ଦଉଡ଼ି ଆଣିବେ ଓ ତହିଁରେ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ନଦୀକି ଟାଣି ନେବୁ।”