2 Samuel 17:14 — Compare Translations

5 translations compared side by side

Odia - 1840
"ଅବଶାଲୋମ ଓ ସମସ୍ତ ଇଶ୍ରାୟେଲୀୟ ଲୋକ କହିଲେ, ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀଯ ହୂଶଯର ମନ୍ତ୍ରଣା ଉତ୍ତମ ଥିଲା। ସମାନେେ ଏହା କହିଲେ କାରଣ ଅଦରକାରୀ ଏହି ପ୍ରକା ରେ ଅବଶା ଲୋମକକ୍ସ୍ଟ ଦଣ୍ତ ଦବୋ ପାଇଁ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ଯର୍ଥକରିବା ପାଇଁ ସଦାପ୍ରଭୁ ସ୍ଥିର କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ । ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମ ଓ ସମସ୍ତ ଇସ୍ରାଏଲୀୟ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ ଥିଲା।” ସେମାନେ ଏହା କହିଲେ କାରଣ ଅଦରକାରୀ ଏହି ପ୍ରକାରେ ଅବଶାଲୋମକୁ ଦଣ୍ତ ଦେବା ପାଇଁ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସଦାପ୍ରଭୁ ସ୍ଥିର କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ।” ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ।
Odia IRV 2017 (ଓଡିଆ ବାଇବେଲ)