2 Samuel 17:15 — Compare Translations
5 translations compared side by side
Odia - 1840
"ହୂଶଯ ଏହିସବୁ ସାଦୋକ ଓ ଅବିଯାଥର ଯାଜକମାନଙ୍କୁ କହିଲା, ଅହୀଥୋଫଲ, ଅବଶାଲୋମକକ୍ସ୍ଟ ଓ ଇଶ୍ରାୟେଲର ନେତାମାନଙ୍କୁ ଏପରି ଭାବରେ ମନ୍ତ୍ରଣା ଦଇେଥିଲା। ମାତ୍ର ମୁ ଏପରି ମନ୍ତ୍ରଣା ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ହୂଶୟ କହିଲା, ଅବଶାଲୋମକୁ ଓ ଇସ୍ରାଏଲର ପ୍ରାଚୀନଗଣକୁ ଅହୀଥୋଫଲ ଏପରି ଏପରି ମନ୍ତ୍ରଣା ଦେଇଥିଲା, ମାତ୍ର ମୁଁ ଏପରି ଏପରି ମନ୍ତ୍ରଣା ଦେଲି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କୁ ହୂଶୟଙ୍କର ଚେତାବନୀ ହୂଶୟ ଏହିସବୁ ସାଦୋକ ଓ ଅବିୟାଥର ଯାଜକମାନଙ୍କୁ କହିଲା, ଅହୀଥୋଫଲ, ଅବଶାଲୋମକୁ ଓ ଇସ୍ରାଏଲର ନେତାମାନଙ୍କୁ ଏପରି ଭାବରେ ମନ୍ତ୍ରଣା ଦେଇଥିଲା। ମାତ୍ର ମୁଁ ଏପରି ମନ୍ତ୍ରଣା ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ହୂଶୟ କହିଲା, “ଅବଶାଲୋମଙ୍କୁ ଓ ଇସ୍ରାଏଲର ପ୍ରାଚୀନଗଣଙ୍କୁ ଅହୀଥୋଫଲ ଏହିପରି ଭାବରେ ମନ୍ତ୍ରଣା ଦେଇଥିଲା, ମାତ୍ର ମୁଁ ଏହିପରି ଭାବରେ ମନ୍ତ୍ରଣା ଦେଲି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ହୂଶୟ କହିଲା, “ଅବଶାଲୋମଙ୍କୁ ଓ ଇସ୍ରାଏଲର ପ୍ରାଚୀନଗଣଙ୍କୁ ଅହୀଥୋଫଲ ଏହିପରି ଭାବରେ ମନ୍ତ୍ରଣା ଦେଇଥିଲା, ମାତ୍ର ମୁଁ ଏହିପରି ଭାବରେ ମନ୍ତ୍ରଣା ଦେଲି।