2 Samuel 17:18 — Compare Translations
5 translations compared side by side
Odia - 1840
"ମାତ୍ର ଏକ ପିଲା ସମାନଙ୍କେୁ ଦେଖି ଅବଶାଲୋମକକ୍ସ୍ଟ ଜଣାଇଲା। ତହକ୍ସ୍ଟଁ ସେ ଦକ୍ସ୍ଟ ହେଁ ଶିଘ୍ର ୟାଇ ବହକ୍ସ୍ଟରୀମ ରେ ଜଣକର ଗୃହ ରେ ପ୍ରବେଶ କଲେ ଓ ତା'ର ପ୍ରାଙ୍ଗଣ ରେ ଏକ କୂଅ ଥିବାରକ୍ସ୍ଟ ସମାନେେ ସଠାେରେ ଲକ୍ସ୍ଟଚି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏକ ଯୁବା ସେମାନଙ୍କୁ ଦେଖି ଅବଶାଲୋମକୁ ଜଣାଇଲା; ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତାହାର ପ୍ରାଙ୍ଗଣ ମଧ୍ୟରେ ଏକ କୂପ ଥିବାରୁ, ସେମାନେ ତହିଁ ଭିତରକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଏକ ପିଲା ସେମାନଙ୍କୁ ଦେଖି ଅବଶାଲୋମକୁ ଜଣାଇଲା। ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତା’ର ପ୍ରାଙ୍ଗଣରେ ଏକ କୂଅ ଥିବାରୁ ସେମାନେ ସେଠାରେ ଲୁଚି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏକ ଯୁବା ସେମାନଙ୍କୁ ଦେଖି ଅବଶାଲୋମଙ୍କୁ ଜଣାଇଲା; ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତାହାର ପ୍ରାଙ୍ଗଣ ମଧ୍ୟରେ ଏକ କୂପ ଥିବାରୁ, ସେମାନେ ତହିଁ ଭିତରକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏକ ଯୁବା ସେମାନଙ୍କୁ ଦେଖି ଅବଶାଲୋମଙ୍କୁ ଜଣାଇଲା; ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତାହାର ପ୍ରାଙ୍ଗଣ ମଧ୍ୟରେ ଏକ କୂପ ଥିବାରୁ, ସେମାନେ ତହିଁ ଭିତରକୁ ଗଲେ।