2 Samuel 17:2 — Compare Translations
5 translations compared side by side
Odia - 1840
"ସେ କ୍ଲାନ୍ତ ଓ ଦୁର୍ବଳ ଥିବା ବେଳେ ମୁ ତାହାକକ୍ସ୍ଟ ଆକ୍ରମଣ କରି ଭୟ ଦଖାଇବେି, ତହିଁରେ ସମସ୍ତ ଲୋକମାନେ ପଳାଯନ କରିବେ। ମୁ କବଳେ ରାଜାଙ୍କକ୍ସ୍ଟ ହତ୍ଯା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ କ୍ଳା; ଓ ଶିଥିଳହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଏ; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ସେ କ୍ଳାନ୍ତ ଓ ଦୁର୍ବଳ ଥିବା ବେଳେ ମୁଁ ତାହାକୁ ଆକ୍ରମଣ କରି ଭୟ ଦେଖାଇବି, ତହିଁରେ ସମସ୍ତ ଲୋକମାନେ ପଳାୟନ କରିବେ। ମୁଁ କେବଳ ରାଜାଙ୍କୁ ହତ୍ୟା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ କ୍ଳାନ୍ତ ଓ ଶିଥିଳ ହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଇବି; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ କ୍ଳାନ୍ତ ଓ ଶିଥିଳ ହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଇବି; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି।