2 Samuel 17:20 — Compare Translations
5 translations compared side by side
Odia - 1840
"ଅବଶାଲୋମର ଦାସମାନେ ସହେି ସ୍ତ୍ରୀର ଗୃହକକ୍ସ୍ଟ ଆସି ପଚାରିଲେ, ଅହୀମାସ ଓ ଯୋନାଥନ କାହାଁନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଚାରିଲେ, ଅହୀମାସ୍ ଓ ଯୋନାଥନ କାହାନ୍ତି? ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, ସେମାନେ ନଦୀ ପାର ହୋଇ ଗଲେଣି । ତହୁଁ ସେମାନେ ଖୋଜି ନ ପାଇବାରୁ ଯିରୂଶାଲମକୁ ଫେରି ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଗ୍ଭରିଲେ, “ଅହୀମାସ ଓ ଯୋନାଥନ କାହାନ୍ତି?” ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।” ତହିଁରେ ସେମାନେ ଖୋଜି ନ ପାଇବାରୁ ଯିରୁଶାଲମକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଚାରିଲେ, “ଅହୀମାସ୍ ଓ ଯୋନାଥନ କାହାନ୍ତି?” ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।” ତହୁଁ ସେମାନେ ଖୋଜି ନ ପାଇବାରୁ ଯିରୂଶାଲମକୁ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଚାରିଲେ, “ଅହୀମାସ୍ ଓ ଯୋନାଥନ କାହାନ୍ତି?” ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।” ତହୁଁ ସେମାନେ ଖୋଜି ନ ପାଇବାରୁ ଯିରୂଶାଲମକୁ ଫେରି ଗଲେ।