2 Samuel 17:21 — Compare Translations
5 translations compared side by side
Odia - 1840
"ଏଣୁ ସମାନେେ ଗଲାପରେ ସେ ଦକ୍ସ୍ଟଇ ଜଣ କୂଅ ମଧ୍ଯରକ୍ସ୍ଟ ବାହାରି ଦାଉଦ ରାଜାଙ୍କ ନିକଟକକ୍ସ୍ଟ ୟାଇ ଜଣାଇଲେ। ସମାନେେ ଦାଉଦଙ୍କକ୍ସ୍ଟ କହିଲେ, ଆପଣମାନେ ଏଠାରକ୍ସ୍ଟ ଶିଘ୍ର ନଦୀ ପାର ହାଇେ ଗ୍ଭଲିୟାଆନ୍ତକ୍ସ୍ଟ। କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରକ୍ସ୍ଟଦ୍ଧ ରେ ଏହିପରି ଭାବରେ ମନ୍ତ୍ରଣା ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେମାନେ ଗଲା ଉତ୍ତାରେ ସେ ଦୁଇ ଜଣ କୂପରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ; ଆଉ ସେମାନେ ଦାଉଦଙ୍କୁ କହିଲେ, ତୁମ୍ଭେମାନେ ଉଠ, ଶୀଘ୍ର ଜଳ ପାର ହୋଇ ଯାଅ, କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏପରି ଏପରି ମନ୍ତ୍ରଣା ଦେଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସେମାନେ ଗଲାପରେ ସେ ଦୁଇ ଜଣ କୂଅ ମଧ୍ୟରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ। ସେମାନେ ଦାଉଦଙ୍କୁ କହିଲେ, “ଆପଣମାନେ ଏଠାରୁ ଶୀଘ୍ର ନଦୀ ପାର ହୋଇ ଗ୍ଭଲି ଯାଆନ୍ତୁ। କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏହିପରି ଭାବରେ ମନ୍ତ୍ରଣା ଦେଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେମାନେ ଗଲା ଉତ୍ତାରେ ସେ ଦୁଇ ଜଣ କୂପରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ; ଆଉ ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେମାନେ ଉଠ, ଶୀଘ୍ର ଜଳ ପାର ହୋଇଯାଅ, କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏପରି ଏପରି ମନ୍ତ୍ରଣା ଦେଇଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେମାନେ ଗଲା ଉତ୍ତାରେ ସେ ଦୁଇ ଜଣ କୂପରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ; ଆଉ ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେମାନେ ଉଠ, ଶୀଘ୍ର ଜଳ ପାର ହୋଇ ଯାଅ, କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏପରି ଏପରି ମନ୍ତ୍ରଣା ଦେଇଅଛି।”